Posted inଜାତୀୟ

‘ଦେଶ ସହ ବିଶ୍ୱାସଘାତକତା କରୁଛନ୍ତି ସରକାର’

ନୂଆଦିଲ୍ଲୀ,୧୦।୬: ଲଦାଖ ସୀମାରେ ଚାଇନାର ସେତୁ ନିର୍ମାଣକୁ ନେଇ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀ ଟୁଇଟ୍‌ କରି ଲେଖିଛନ୍ତି- ଚାଇନା ଭବିଷ୍ୟତର କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରୁଛି। ଏହାକୁ ଅଣଦେଖା କରି ସରକାର ଭାରତ ପ୍ରତି ବିଶ୍ୱାସଘାତକତା କରୁଛନ୍ତି।
ରାହୁଲ ଗାନ୍ଧୀଙ୍କ ପୂର୍ବରୁ ଆମେରିକାର ଜେନେରାଲ ଚାଲର୍‌ସ ଏ ଫ୍ଲିନି ଲଦାଖ ସୀମାରେ ଚାଲିଥିବା ଚାଇନାର ସେତୁ ନିର୍ମାଣ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଚାଇନା ସମ୍ପର୍କକୁ ଅସ୍ଥିର କରିବା ଏବଂ ନଷ୍ଟ କରିବାକୁ ଉଦ୍ୟମ କରୁଛି। ଚାଇନା କ୍ରମାଗତ ଭାବରେ ରାସ୍ତା ନିର୍ମାଣ କରୁଛି। ଏହା ଅସ୍ଥିର ଏବଂ କ୍ଷତିକାରକ ଆଚରଣ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ,ଗତ ମାସରେ, ଚାଇନା ପୂର୍ବ ଲଦାଖର ପ୍ୟାଙ୍ଗଙ୍ଗ ହ୍ରଦ ଚାରିପାଖରେ ଆଉ ଏକ ସେତୁ ନିର୍ମାଣ କରୁଛି। ଏବେ ରାହୁଲ ଗାନ୍ଧୀଙ୍କ ଟୁଇଟ୍‌ ଲଦାଖରେ ଚାଇନାର ନିର୍ମାଣକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର,୧୩।୫: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ…

ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ।…

ବନ୍ଦ ଅଛି କୁଞ୍ଜାମହୁଲ ପ୍ରାଥମିକ ବିଦ୍ୟାଳୟ: ପୁନଃ ଖୋଲିବା ପାଇଁ ଗ୍ରାମବାସୀଙ୍କ ଦାବି

ଅମରପାଲି, ୧୩।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ କ୍ଲଷ୍ଟରର କୁଞ୍ଜାମହୁଲ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟଟି ଦୀର୍ଘ ଦିନ ହେବ ବନ୍ଦ…

ପ୍ରଶ୍ନପତ୍ର ଲିକ୍‌ ପଛରେ ବଡ଼ ନେଟ୍‌ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…

ନୂଆଦିଲ୍ଲୀ,୧୩ା୫:ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍‌ରୁ ଡେରାଡୁନ୍‌ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ…

ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ…

କୋରାପୁଟ ବସ୍‌ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍‌ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍‌ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍‌ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri