Posted inଜାତୀୟ

ପ୍ରଦୂଷଣ ଲକଡାଉନ୍‌ ପାଇଁ ସରକାର ପ୍ରସ୍ତୁତ, ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ…

ନୂଆଦିଲ୍ଲୀ,୧୫।୧୧: ରାଜଧାନୀ ଦିଲ୍ଲୀରେ ସୃଷ୍ଟି ହୋଇଥିବା ବାୟୁ ପ୍ରଦୂଷଣ ପାଇଁ ସରକାର ଲକଡାଉନ୍‌ ଲାଗି ପ୍ରସ୍ତୁତ ହେଉଛନ୍ତି। ଏସମ୍ପର୍କିତ ଏକ ସତ୍ୟପାଠ ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିଓ୍ବାଲଙ୍କ ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ସରକାର ଦିଲ୍ଲୀରେ ସମ୍ପୂର୍ଣ୍ଣ ଲକଡାଉନ୍‌ ଲାଗୁ କରିବାକୁ ଚାହୁଁଛନ୍ତି। ତେବେ ଏହା ଏନ୍‌ସିଆର୍‌ରେ ମଧ୍ୟ ଲାଗୁ ହେବା ଆବଶ୍ୟକ ବୋଲି ସରକାର ସତ୍ୟପାଠରେ ଉଲ୍ଲେଖ କରିଛନ୍ତି।

ଦିଲ୍ଲୀ ସରକାର ଲକଡାଉନ୍‌ ଜାରି କରିବା ସହିତ ବିଷାକ୍ତ ନିର୍ଗମନ ରୋକିବା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ ଲାଗି ଯୋଜନା ପ୍ରସ୍ତୁତ କରିଥିବା ସତ୍ୟପାଠରେ ଦର୍ଶାଯାଇଛି। ବାୟୁର ଗୁଣବତ୍ତାରେ ସୁଧାର ପାଇଁ କେବଳ ଦିଲ୍ଲୀରେ ଲକଡାଉନ୍‌ ଲାଗୁ ସୀମିତ ପ୍ରଭାବ ଅନୁଭୁତ ହେବ। ତେବେ ଏହା ସମଗ୍ର ଏନ୍‌ସିଆର ଏବଂ ଏହାର ଆଖପାଖ ଅଞ୍ଚଳରେ ଲାଗୁ କରାଗଲେ ସୁଫଳ ମିଳି ପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ବାୟୁ ପ୍ରଦୂଷଣ ନେଇ ସରକାର ମଧ୍ୟ ଚିନ୍ତିତ ଏବଂ ଉପଯୋଗୀ ବ୍ୟତ୍ସ୍ତା ଉପରେ ଗୁରୁତ୍ୱାରୋପ କରୁଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?