Posted inଜାତୀୟ

କରୋନାକୁ ନେଇ ସରକାର ପ୍ରସ୍ତୁତ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚାଇନାରେ ଆତଙ୍କ ଖେଳାଇଥିବା ଓମିକ୍ରନର ସବ୍‌ଭାରିଆଣ୍ଟ ବିଏଫ.୭ ଚିହ୍ନଟ ହେବା ପରେ ଆକ୍ସନ ମୋଡ୍‌ରେ ଆସିଛନ୍ତି ସରକାର। ଗୁରୁବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି କୋଭିଡ ସ୍ଥିତିର ସମୀକ୍ଷା କରିବେ। ଏହାପୂର୍ବରୁ ଲୋକ ସଭାରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତି, ଗତ କିଛି ଦିନ ହେବ ବିଶ୍ୱରେ କୋଭିଡଙ୍କ ମାମଲା ବଢିବାରେ ଲାଗିଛି କିନ୍ତୁ ଭାରତରେ ଏହି ମାମଲା ହ୍ରାସ ପାଉଛି। ଆମେ ଚାଇନାରେ ବଢୁଥିବା କୋଭିଡ ମାମଲା ଏବଂ ମୃତ୍ୟୁକୁ ଦେଖୁଛୁ। ଆମେ ଗ୍ଲୋବାଲ କୋଭିଡ ପରିସ୍ଥିତି ଉପରେ ନଜର ରଖିଛୁ ଏବଂ ସେହି ଅନୁଯାୟୀ ପଦକ୍ଷେପ ନେଉଛୁ। ଏଥି ସହିତ ସେ ମାସ୍କ ପିନ୍ଧିବା ଏବଂ ସାନିଟାଇଜର ପ୍ରୟୋଗ କରିବାକୁ ସେ ଅନୁରୋଧ କରିଥିଲେ। ବର୍ତ୍ତମାନ ଗୋଟିଏ ଦିନରେ ହାରାହାରି ୧୫୩ଟି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?