Posted inଜାତୀୟ

ଗରିବଙ୍କ ପାଇଁ କାମ କରୁଛନ୍ତି ସରକାର: ମୋଦି

ନୂଆଦିଲ୍ଲୀ,୨୭।୮: ଆସନ୍ତା ବର୍ଷରେ ଭାରତରେ ସର୍ବବୃହତ ମଧ୍ୟବିତ୍ତ ଶ୍ରେଣୀ ରହିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନର ସରକାର ଗରିବଙ୍କ ଅନୁଯାୟୀ ନୀତି ପ୍ରସ୍ତୁତ କରୁଛନ୍ତି ଏବଂ ଏହି କାରଣରୁ ଦେଶରେ ନୂତନ ମଧ୍ୟବିତ୍ତ ସୃଷ୍ଟି ହେଉଛି।
ରବିବାର ବି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। କ୍ରିପ୍ଟୋକରେନ୍ସି ଠାରୁ ଆରମ୍ଭ କରି ବ୍ୟବସାୟ କରିବା ସହଜ ପର୍ଯ୍ୟନ୍ତ ସେ ପ୍ରସଙ୍ଗ ଉପରେ କହିଥିଲେ। ଏହି ସମୟରେ ସେ ତାଙ୍କ ସରକାରଙ୍କ ନୀତି ବିଷୟରେ ମଧ୍ୟ ସୂଚନା ଦେଇଥିଲେ।
ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଷଣରେ ସମସ୍ତ ଦେଶ ମଧ୍ୟରେ ବିଶ୍ୱାସର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି ଯେ, କୋଭିଡ ସମୟରେ ବିଭିନ୍ନ ଦେଶ ମଧ୍ୟରେ ଅବିଶ୍ୱାସର ବାତାବରଣ ସୃଷ୍ଟି ହୋଇଥିଲା। ଭାରତ ଏହାକୁ ସଂଶୋଧନ କରୁଛି। ମହାମାରୀ ସମୟରେ ଭାରତ ୧୫୦ରୁ ଅଧିକ ଦେଶକୁ ଔଷଧ ଯୋଗାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri