ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି ଜବରଦଖଲ କାରଣରୁ ରାସ୍ତା ସମ୍ପ୍ରସାରଣ କାମ ବାଧାପ୍ରାପ୍ତ ହେଉଛି ଏବଂ ଆମ୍ବୁଲାନ୍ସ, ଦମକଳ ଭଳି ଜରୁରୀ ସେବା ଗାଡ଼ି ଗ୍ରାମକୁ ପହଞ୍ଚିପାରୁନାହିଁ। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ପ୍ରାୟ ୮ ଏକର ସରକାରୀ ଜମି ଅବୈଧଭାବେ ଦଖଲ ହୋଇରହିଛି। ୨୦୧୯ରୁ ଆବେଦନ କରିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ପଦକ୍ଷେପ ନ ନିଆଯାଇବାରୁ ଅସନ୍ତୋଷ ବୃଦ୍ଧି ପାଇଛି।ଏନେଇ ଗତ ୨୩ ମାର୍ଚ୍ଚରେ ଧରିତ୍ରୀ ଖବରକାଗଜରେ ଖବର ପ୍ରକାଶ ପାଇଥିଲା। ପରେ ହାଟଡ଼ିହୀ ତହସିଲ ପକ୍ଷରୁ ୯ ଏପ୍ରିଲରେ ଜମି ଡିମାର୍କେଶନ ପାଇଁ ତାରିଖ ଘୋଷଣା କରାଯାଇଛି। ମରେଇଗାଁ ଆର୍‌ଆଇ ଓ ଅନ୍ୟ କର୍ମଚାରୀଙ୍କ ସମ୍ମୁଖରେ ଏହି ପ୍ରକ୍ରିୟା ହେବ। ଗ୍ରାମବାସୀ ଶୀଘ୍ର ଜବରଦଖଲ ହଟାଇବାକୁ ଦାବି କରିଛନ୍ତି। ପ୍ରଶାସନ ଏହାକୁ ଗୁରୁତର ଭାବେ ନେଇଥିବା କୁହାଯାଇଛି। ଏବେ ୯ ଏପ୍ରିଲର ଡିମାର୍କେଶନକୁ ନେଇ ସମସ୍ତଙ୍କ ଦୃଷ୍ଟି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri