୧୩ ମଠ ଲାଗି ବିନା ଦେୟରେ ସରକାରୀ ଜମି

ପୁରୀ ଅଫିସ, ୧୯।୫: ଜଗନ୍ନାଥ ମନ୍ଦିରର ସୁରକ୍ଷା ବଳୟର ଉନ୍ନତି ପାଇଁ ରାଜ୍ୟ ସରକାର ମେଘନାଦ ପାଚେରୀର ଚତୁଃପାର୍ଶ୍ୱର ୭୫ ମିଟର ଦୂରତା ମଧ୍ୟରେ ଥିବା ବେସରକାରୀ ଜମି, ବାସଗୃହ, ଦୋକାନ, ମଠ, ଲଜ ଆଦକୁ ଅଧିଗ୍ରହଣ କରିଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ହୋଇଥିବା ପୁନର୍ବାସ ଓ ଥଇଥାନ ପ୍ୟାକେଜ ଅନୁଯାୟୀ ବିସ୍ଥାପିତ ହେଉଥିବା ମଠଗୁଡିକର ଥଇଥାନ ଲାଗି ଉଦ୍ଧିଷ୍ଟ ୧.୩୨୦ ଡିସିମିଲ ସରକାରୀ ଜମି ବିନାଦେୟରେ ପ୍ରଦାନ କରିବା ଲାଗି ନିଷ୍ପତ୍ତି ହୋଇଛି। ଏଥିସହ ଉକ୍ତ ସରକାରୀ ଜମିକୁ ବିସ୍ଥାପିତ ହୋଇଥିବା ୧୩ ମଠ ଗୁଡିକ ନାମରେ ପଞ୍ଜୀକରଣ କରିବା ଲାଗି ଆବଶ୍ୟକୀୟ ଷ୍ଟାମ୍ପ ଦେୟ ଓ ରେଜିଷ୍ଟ୍ରେଶନ ଫି ମଧ୍ୟ ଛାଡ଼ ଲାଗି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଳ ପାରି ହେବା ବେଳେ ବର୍ଷାପାଣିରେ ଭାସିଗଲେ ଯୁବକ

ବୌଦ୍ଧ,୨୦।୯(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଶାଳକଟା ନିକଟ ଲକ୍ଷ୍ମୀ ନାଳ ପାଣିରେ ଭାସି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ...

ଦୁର୍ଦ୍ଦିନରେ କଳିଙ୍ଗନଗର ନୀଳାଚନ ଇସ୍ପାତ କାରଖାନା : କଳିଙ୍ଗନଗର ମଜଦୁର ୟୁନିୟନର ପୁନରୁଉଦ୍ଧାର ଦାବି

କଳିଙ୍ଗନଗର,୨୬ା୮(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗରରେ ଥିବା ନୀଳାଚନ ଇସ୍ପାତ ନିଗମ ଲିମିଟେଡ୍‌ର (ଏନ୍‌ଆଇଏନ୍‌ଏଲ୍‌) ପୁନରୁଦ୍ଧାର ପାଇଁ କଳିଙ୍ଗନଗର ମଜଦୁର ୟୁନିୟନ ଦାବି କରିଛି। ରାଷ୍ଟ୍ରୀୟ ଇସ୍ପାତ୍ତ...

ବୃଦ୍ଧ ଦମ୍ପତି ହତ୍ୟା ଘଟଣାର ପର୍ଦ୍ଦାଫାଶ: ଝିଅର ପରକୀୟା ପ୍ରୀତି ମା’ବାପାଙ୍କ ଜୀବନ ନେଲା

ପାଟଣା,୧୩।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ପଞ୍ଚାୟତ ଗୁଧିରାମ ପଡା ଗ୍ରାମରେ ଗତ ଶନିବାର ବିଳମ୍ବିତ ରାତିରେ ବୃଦ୍ଧ ଦମ୍ପତି ରାମାଇ ମୁଣ୍ଡା ଓ ତାଙ୍କ...

ରଙ୍ଗୋଲିରେ ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଲେ ଚିତ୍ରକାର ନିଶିକାନ୍ତ

କେନ୍ଦୁଝର,୧୫ା୬(ସ୍ବ.ପ୍ର.): ପ୍ରବାସୀମାନଙ୍କୁ ସହାୟତା କରିଥିବାରୁ ରଙ୍ଗୋଲିରେ ଓଡ଼ିଆ ସିନେଷ୍ଟାର ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଚିତ୍ରକାର ନିଶିକାନ୍ତ ବେହେରା। ନିଶିକାନ୍ତଙ୍କ ଘର କେନ୍ଦୁଝର ସଦର ବ୍ଲକ ଟିକରପଡ଼ା...

ବାପ ପୁଅଙ୍କୁ କାତିରେ ଆକ୍ରମଣ, ଜଣେ ଅଟକ

ବୁଗୁଡ଼ା,୨୩ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ବେତାରସିଙ୍ଗି ଗ୍ରାମରେ ଶୁକ୍ରବାର ଗୋଟିଏ ପରିବାରର ବାପ ଓ ପୁଅକୁ କାତିରେ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଗଁାର...

ଖାଦ୍ୟ ପରଷିବାରେ ବିଳମ୍ବ ପାଇଁ ପିଅନ ନିଲମ୍ବିତ

ବାସୁଦେବପୁର,୨୮।୪ (ଡି.ଏନ.ଏ.): ତହସିଲ ପରିସରରେ ଥିବା ଡାକବଙ୍ଗଳାରେ ଖାଦ୍ୟ ପରଷିବାରେ ବିଳମ୍ବ ହେଲା। ଏଣୁ କାର୍ଯ୍ୟରେ ଅବହେଳା କରିଥିବାରୁ ନିଲମ୍ବିତ ହୋଇଛନ୍ତି ଭଦ୍ରକ ଜିଲା ବାସୁଦେବପୁର...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା, ରାତ୍ରି ରହଣିକୁ ନାହିଁ ଅନୁମତି

କେନ୍ଦ୍ରାପଡ଼ା ଅଫିସ, ୫।୮: ଭିତରକନିକା ଜାତୀୟ ଉଦ୍ୟାନ ଦୀର୍ଘ ତିନି ମାସ ଧରି ବନ୍ଦ ରହିଥିଲା। ଏହା ଗୁରୁବାର ଖୋଲିଛି। କରୋନାର ଦ୍ୱିତୀୟ ଲହର ଯୋଗୁ...

ବଲାଙ୍ଗୀରରୁ ଫେରିଗଲେ କ୍ରାଇମ୍‌ବ୍ରାଞ୍ଚ ଟିମ

ବଲାଙ୍ଗୀର ଅଫିସ,୧୭ା୪: ବହୁଚର୍ଚ୍ଚିତ ଜାଲ୍‌ ସାର୍ଟିଫିକେଟ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ୧୫ ଦିନର ତଦନ୍ତ ପରେ ବଲାଙ୍ଗୀରରୁ କ୍ୟାମ୍ପ ଉଠାଇ ନେଇଥିବା ଚର୍ଚ୍ଚାର...

Advertisement
Archives

Model This Week