ବ୍ୟାଙ୍କ ଉପରୁ କଟକଣା ହଟାଇଲେ ସରକାର

ଭୁବନେଶ୍ୱର,୫।୭: HDFC, ICICI, ଆକ୍ସିସ ବ୍ୟାଙ୍କ ଉପରୁ ଶନିବାର କଟକଣା ହଟାଇଛନ୍ତି ରାଜ୍ୟ ସରକାର। ଏନେଇ ସବୁ ବିଭାଗୀୟ ସଚିବଙ୍କୁ ଚିଠି ଲେଖିଛନ୍ତି ଅର୍ଥ ସଚିବ। HDFC, ICICI, ଆକ୍ସିସ ବ୍ୟାଙ୍କରୁ ପୂର୍ବପରି ରାଜ୍ୟ ସରକାର ବ୍ୟାଙ୍କ ସମ୍ପର୍କିତ ସବୁ କାମ ରହିବେ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

୩ ବ୍ୟାଙ୍କ କର୍ତ୍ତୃପକ୍ଷ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ HDFC, ICICI, ଆକ୍ସିସ ବ୍ୟାଙ୍କ ଉପରେ ଲାଗିଥିବା କଟକଣାକୁ ରାଜ୍ୟ ସରକାର ହଟାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri