Posted inଜାତୀୟ

ଚାଷୀଙ୍କ କଥା ଶୁଣନ୍ତୁ ସରକାର, ସେମାନେ ନୁହନ୍ତି ପାକିସ୍ତାନୀ: ଆନ୍ନା ହଜାରେ

ନୂଆଦିଲ୍ଲୀ,୨୯।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶର ଚାଷୀ ସଂଗଠନ ଏକଜୁଟ ହୋଇଛନ୍ତି। ଚାଷୀ ସଂଗଠନକୁ ଏବେ ସମାଜସେବୀ ଆନ୍ନା ହଜାରେ ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, କୃଷି ଆଇନ୍‌କୁ ନେଇ କେନ୍ଦ୍ର ସରକାର ଏବଂ ଚାଷୀଙ୍କ ମଧ୍ୟରେ ଭାରତ ପାକିସ୍ତାନ ଭଳି ସ୍ଥିତି ସୃଷ୍ଟି ହୋଇଛି। ସରକାର ଚାଷୀଙ୍କ କଥା ଶୁଣିବା ଆବଶ୍ୟକ ବୋଲି ସେ କହିଛନ୍ତି। ଚାଷୀମାନେ ପାକିସ୍ତାନୀ ନୁହନ୍ତି। ସେମାନେ ଦେଶର ଅନ୍ନଦାତା ବୋଲି ଆନ୍ନା କହିଛନ୍ତି। ନିର୍ବାଚନ ସମୟରେ ସେମାନଙ୍କ ପାଖକୁ ଯେଉଁଭଳି ଭୋଟ ମାଗିବା ପାଇଁ ଯାଉଥିଲେ ତାହାକୁ ଦୃଷ୍ଟିରେ ରଖି ଏବେ ଚାଷୀଙ୍କ ସମସ୍ୟା ପ୍ରତି ଧ୍ୟାନଦେବା ଉଚିତ ବୋଲି ସେ କହିଛନ୍ତି। ଏବେ ଚାଷୀ ଅହିଂସା ମାର୍ଗରେ ଆନ୍ଦୋଳନ କରୁଛନ୍ତି। ଯଦି ସେମାନେ ହିଂସା ମାର୍ଗ ଆପଣେଇବେ ତାହାର ଦାୟିତ୍ୱ କିଏ ନେବ ବୋଲି ଆନ୍ନା ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ପ୍ରବଳ ଥଣ୍ଡାରେ କରୋନା ମହାମାରୀ ସଂକ୍ରମଣ ସମୟରେ ଚାଷୀଙ୍କ ଉପରେ ପାଣି ବର୍ଷା କରାଗଲା। ଏହା ଠିକ ନୁହେଁ। ଚାଷୀ ଦେଶର ଶତ୍ରୁ ନୁହନ୍ତି। ସରକାର ସେମାନଙ୍କ ଦାବି ମାନିନେବା ଉଚିତ ବୋଲି ଆନ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri