Posted inରାଜ୍ୟ

ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ବଡ଼ ଘୋଷଣା କଲେ ସରକାର

ଭୁବନେଶ୍ୱର,୧୯।୭: ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ। ଶନିବାର ଏହି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କୁହାଯାଇଛି। ଏହା ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ। ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ। ଏହାସହ ଶକ୍ତିଶ୍ରୀ ମୋବାଇଲ ଆପ ମଧ୍ୟ କାର୍ଯ୍ୟ କରିବ। ଯଦି ଛାତ୍ରୀ ଅସୁବିଧାରେ ପଡ଼ନ୍ତି ନାମ ଗୋପନ ରଖି ଏଥିରେ ପଞ୍ଜୀକୃତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): ବାଲେଶ୍ବର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri