ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲ ଆରମ୍ଭ ହେବ। ତେଣୁ ଏହି ୯ଟି ସରକାରୀ ହସ୍ପିଟାଲ କାମ ସାରିବାକୁ ସମୟ ସୀମା ଧାର୍ଯ୍ୟ ହୋଇଛି। ଜାନୁୟାରୀ ସୁଦ୍ଧା କେନ୍ଦୁଝର ଟିଚିଂ ହସ୍ପିଟାଲ କାମ ଶେଷ ହେବ। ଜୁନ୍‌ ସୁଦ୍ଧା ବାଲେଶ୍ୱର, ବାରିପଦା ଓ ବଲାଙ୍ଗୀର ହସ୍ପିଟାଲ କାମ ମଧ୍ୟ ସରିବ। ସେହିଭଳି ଜୁଲାଇ ସୁଦ୍ଧା ଯାଜପୁର ଓ ପୁରୀ ଟିଚିଂ ହସ୍ପିଟାଲ, ଅଗଷ୍ଟ ସୁଦ୍ଧା କୋରାପୁଟ, ଫୁଲବାଣୀ ହସ୍ପିଟାଲ ଏବଂ ୨୦୨୩ ଶେଷ ସୁଦ୍ଧା ଭବାନୀପାଟଣା ଟିଚିଂ ହସ୍ପିଟାଲ କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାର ମାସକ ମଧ୍ୟରେ ହସ୍ପିଟାଲ କାର୍ଯ୍ୟକ୍ଷମ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ ଶାଳିନୀ ପଣ୍ଡିତ ଶନିବାର ରାଜ୍ୟର ସମସ୍ତ ସରକାରୀ ମେଡିକାଲ କଲେଜ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଚିଠି ଲେଖିଛନ୍ତି। ହସ୍ପିଟାଲ କାର୍ଯ୍ୟକ୍ଷମ ପାଇଁ ଆବଶ୍ୟକ ସରଞ୍ଜାମ ତାଲିକା ପ୍ରସ୍ତୁତ କରିବା ଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା

ସୁନ୍ଦରଗଡ଼,୭ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ...

ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର...

CORONAVIRUS UPDATE: ଆଜି ପୁଣି ୬୧୬ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଲା

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୭୩୭ରେ ପହଞ୍ଚିଥିବା ରାଜ୍ୟ...

ପ୍ରକାଶ ପାଇବ ପ୍ରାଥମିକ ଭୋଟର ତାଲିକା

ଭୁବନେଶ୍ୱର,୧୦।୨(ବ୍ୟୁରୋ) : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏ ନେଇ ଗୁରୁବାର ସର୍କିଟ ହାଉସ୍‌ରେ ବସିବ ସର୍ବଦଳୀୟ...

ଶ୍ରୀଲିଙ୍ଗରାଜ ମନ୍ଦିର: କାମରେ ଲାଗୁନି ପାଦ ଚଲା ପଥ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗର ତରବରିଆ ଏବଂ ଖାମଖିଆଲ କାର୍ଯ୍ୟ ନେଇ ବହୁ ଯୋଜନା ସଫଳ ରୂପାୟନ ହେଉ ନ ଥିବା ଅଭିଯୋଗ ହେଉଛି।...

ଆଜିଠାରୁ ବଢ଼ିବ ପାହାଳ ମିଠା ଦର

ବାଲିଅନ୍ତା,୧୧।୧୦(ଡି.ଏନ୍‌.ଏ): ଓମଫେଡ କ୍ଷୀର ଲିଟର ପିଛା ୪ଟଙ୍କା ବୃଦ୍ଧି ପରେ ଛେନାଦର କିଲୋ ପିଛା ୧୫ଟଙ୍କା ବୃଦ୍ଧି ପାଇଛି। ଫଳରେ ପାହାଳ ମିଠା ଦର ନିର୍ଦ୍ଧାରଣ...

ହୋମ୍‌ କ୍ୱାରାଣ୍ଟାଇନ୍‌ ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା...

ଜି.ଉଦୟଗିରିରେ ୧୦ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୧୪ା୧୧(ଡି.ଏନ.ଏ.): କନ୍ଧମାଳ ଜିଲାରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ରବିବାର ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସକୁ ହ୍ରାସ ପାଇଛି। ସ୍ଥାନୀୟ କୃଷି ଗବେଷଣା...

Advertisement
Archives

Model This Week