ସରକାରୀ ଟଙ୍କା ଆତ୍ମସାତ: ନିଲମ୍ବିତ ହେଲେ ପିଇଓ, ଜିଆରଏସ୍‌

ବାଲିଗୁଡ଼ା,୧ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ଉପଖଣ୍ଡ କୋଟଗଡ଼ ବ୍ଲକ୍‌ ଦୁର୍ଗାପଙ୍ଗା ପଞ୍ଚାୟତରେ ମନରେଗା କାର୍ଯ୍ୟର ଟଙ୍କା ଆତ୍ମସାତ ଘଟଣାରେ କନ୍ଧମାଳ ଜିଲାପାଳଙ୍କ ଛାଟ ବାଜିଛି। କୋଟଗଡ଼ ବ୍ଲକରେ ୨୦୨୨-୨୩ରେ ମନରେଗାରେ ବ୍ୟାପକ ଦୁର୍ନୀତି ନେଇ ଗତବର୍ଷ ଜୁନ ପହିଲାରେ କେନ୍ଦ୍ର ସରକାରଙ୍କ ମେଟେରିଆଲ ବିଲ ପୈଠ ପରେ ବ୍ୟାପକ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା।

କୋଟଗଡ଼ ବିଡିଓ ଶୁଭକାନ୍ତ ନାୟକ ଦୁର୍ଗାପଙ୍ଗା ପଞ୍ଚାୟତରେ ପ୍ରାୟ ଦେଢ଼ କୋଟି ଅର୍ଥର ହିସାବ ମିଳୁ ନ ଥିବା ନେଇ ଉପରିସ୍ଥ ଜିଲା ଅଧିକାରୀଙ୍କୁ ତଦନ୍ତ କରିବାକୁ ସୁପାରିଶ କରାଯାଇଥିଲା।

ମେ ୨୯ରେ ଜିଲାପାଳଙ୍କ କାର୍ଯ୍ୟାନୁଷ୍ଠାନ ପତ୍ର ସଂଖ୍ୟା ୬୮୮ ଅନୁଯାୟୀ ବିଷ୍ଣୁ ଚରଣ ବେହେରା ତତକାଳୀନ ପିଇଓଙ୍କୁ ନିଲମ୍ବନ ଆଦେଶ ସହ ମେ ୨୮ରେ ଜିଲାପରିଷଦ କନ୍ଧମାଳ କାର୍ଯ୍ୟାଳୟ ଜିଲାପାଳ ତଥା ଡିପିସି ମନରେଗା ବିଭାଗ ଦ୍ୱାରା କାର୍ଯ୍ୟାନୁଷ୍ଠାନ ପତ୍ର ସଂଖ୍ୟା ୨୦୯୮ ଅନୁଯାୟୀ ତତକାଳୀନ ଦୁର୍ଗାପଙ୍ଗା ଜିଆରଏସ ଓ ବର୍ତ୍ତମାନ ବେଲଘର ଗୁମା ପଞ୍ଚାୟତର ଏଡିଓ ବଳରାମ ସେଠୀଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri