Posted inଜାତୀୟ

୧୮ଫାର୍ମା କମ୍ପାନୀ ଉପରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୮।୩: ନକଲି ଏବଂ ନିମ୍ନ ମାନର ଔଷଧ ଉତ୍ପାଦନ ପାଇଁ ଭାରତ ସରକାର ୧୮ଟି ଫାର୍ମା କମ୍ପାନୀର ଲାଇସେନ୍ସ ରଦ୍ଦ କରାଯାଇଛି। ଏଥିସହ ଉକ୍ତ କମ୍ପାନୀଗୁଡ଼ିକୁ ଉତ୍ପାଦନ ବନ୍ଦ କରିବାକୁ କୁହାଯାଇଛି। ନକଲି ଔଷଧ ଏବଂ ଖରାପ ଗୁଣାତ୍ମକ ଔଷଧ ତିଆରି କରୁଥିବାରୁ ଫାର୍ମା କମ୍ପାନୀଗୁଡିକ ବିରୋଧରେ ମଙ୍ଗଳବାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ଡ୍ରଗ କଣ୍ଟ୍ରୋଲର୍‌ ଜେନେରାଲ ଅଫ୍‌ ଇଣ୍ଡିଆ ଅନେକ ଔଷଧ କମ୍ପାନୀର ଯାଞ୍ଚ କରିଥିଲା। କେନ୍ଦ୍ରୀୟ ଏବଂ ରାଜ୍ୟରେ ୨୦ଟି ଟିମ୍‌ ରାଜ୍ୟରେ ଆଶ୍ଚର୍ଯ୍ୟଜନକ ଯାଞ୍ଚ କରିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମଙ୍ଗଳବାର ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?