Posted inଜାତୀୟ

୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି ଭାରତ ସରକାର…

ନୂଆଦିଲ୍ଲୀ,୨୧।୩ : ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ ଅନୁଯାୟୀ ଭାରତ ସରକାର ୨୩ ଜଣଙ୍କୁ ଆତଙ୍କବାଦୀ ଭାବରେ ଘୋଷଣା କରିଛନ୍ତି। ଏଥି ସହିତ ସରକାର ମଧ୍ୟ ଏକ ତାଲିକା ଜାରି କରିଛନ୍ତି, ଯେଉଁଥିରେ ଲଶ୍କର୍‌-ଇ-ତୋଏବା ମୁଖ୍ୟ ହାଫିଜ ସଇଦ, ମୋହିଉଦ୍ଦିନ ଔରଙ୍ଗଜେବ ଆଲାମଗିର ଏବଂ ଜୈଶ-ଇ-ମହମ୍ମଦର ମକତାବ ଆମୀର ଅଛନ୍ତି। ଏହା ସହିତ ତାଲିକାରେ ହିଜବୁଲ-ମୁଜାହିଦ୍ଦିନର ଇମତିଆଜ ଅହମ୍ମଦଙ୍କ ନାମ ମଧ୍ୟ ଅଛି ।

ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକସଭାରେ ମଙ୍ଗଳବାର ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି। ଦେଶର ସମସ୍ତ ପ୍ରକାର ସାଇବର ଅପରାଧର ମୁକାବିଲା ତଥା ସମନ୍ବିତ ମୁକାବିଲା ପାଇଁ କେନ୍ଦ୍ର ସରକାର ’ଭାରତୀୟ ସାଇବର କ୍ରାଇମ ସନ୍ନ୍ବୟ କେନ୍ଦ୍ର ଗଠନ କରିଛନ୍ତି। ସାଇବର କ୍ରାଇମ ସମନ୍ବୟ କେନ୍ଦ୍ର ସହିତ ମିଳିତ ଭାବରେ ଆଞ୍ଚଳିକ ସାଇବର କ୍ରାଇମ ସମନ୍ବୟ କେନ୍ଦ୍ର  ସ୍ଥାପନ କରିବାକୁ ସମସ୍ତ ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଜାରି ହୋଇଛି।

ତେବେ ରାଜ୍ୟ / କେନ୍ଦ୍ର ଶାସିତ ଅଞ୍ଚଳ ସ୍ତରରେ ଆଞ୍ଚଳିକ ସାଇବର କ୍ରାଇମ ସମନ୍ବୟ କେନ୍ଦ୍ର ସ୍ଥାପନ କରିବାକୁ କେନ୍ଦ୍ର ସରକାରଙ୍କ ପାଖରେ କୌଣସି ପ୍ରସ୍ତାବ ବିଚାରାଧୀନ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri