Posted inଜାତୀୟ

ସମଲିଙ୍ଗୀ ବିବାହକୁ ବିରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୫।୨: ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଦାଖଲ ହୋଇଥିବା ଏକ ଆବେଦନକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିରୋଧ କରାଯାଇଛି। ସରକାର କହିଛନ୍ତି ଯେ, ଦୁଇ ସମଲିଙ୍ଗୀ ଏକାଠି ରହିବା ଅବା ଶାରୀରିକ ସମ୍ପର୍କ ରଖିବା ଘଟଣାକୁ ଭାରତୀୟ ପରିବାର ସହିତ ତୁଳନା କରାଯାଇ ପାରିବ ନାହିଁ। ପରିବାର କହିଲେ ଜଣେ ଜୈବିକ ପୁରୁଷ, ଜୈବିକ ମହିଳା ଏବଂ ସେମାନଙ୍କ ଶାରୀରିକ ସମ୍ପର୍କରୁ ସୃଷ୍ଟି ହୋଇଥିବା ସନ୍ତାନଙ୍କୁ ହିଁ ବୁଝାଏ। ଏପରି କରି ସରକାର ହିନ୍ଦୁ ବିବାହ ଏବଂ ସ୍ବତନ୍ତ୍ର ବିବାହ ଅନ୍ତର୍ଗତ ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ଦାଖଲ ହୋଇଥିବା ଆବେଦନ ବିରୋଧରେ ନିଜସ୍ବ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

Business Eminence Awards 2026: ନିୟମ ପାଳନ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ରହିଛି

କଳିଙ୍ଗ ବାୟୋମେଡିକାଲର ପ୍ରତିଷ୍ଠାତା ଇଂ. ମନୋଜ କୁମାର ନାୟକ ଭଦ୍ରକ ଜିଲାରେ ଜନ୍ମଗ୍ରହଣ କରିଥିଲେ ଏବଂ ରାଉରକେଲାରେ ସ୍କୁଲ ପଢ଼ା ସାରିଥିଲେ। ପରେ ବ୍ରହ୍ମପୁରର ୟୁସିପିଇଏସ୍‌ରେ ଯୋଗଦେଇ…

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି;…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର…

ନବଗଠିତ ଲୋଇସିଂହା ଏନଏସିରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ଲୁଚାଛପାରେ….

ଲୋଇସିଂହା,୧୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲାର ନବଗଠିତ ଲୋଇସିଂହା ଏନଏସିରେ ସଫେଇ କାମ ଓ ଉପକରଣ ଯୋଗାଣରେ ଟେଣ୍ଡର ଫିକ୍ସିଂ ହୋଇଥିବା ଅଭିଯୋଗ ହେଉଛି। ଗତ ଫେବୃୟାରୀ ୨୫ ତାରିଖରେ…

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri