ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ ସ୍ଥଳଭାଗ ଛୁଇଁବ। ତେବେ ତା’ର ଗତି, ବେଗ ଏବଂ ତୀବ୍ରତା କେତେ ରହିବ ତାହା ସ୍ପଷ୍ଟ ହୋଇନାହଁ। ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏନେଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ନେଇ ଆଜି ଆଇଏମ୍‌ଡି ଓ ଏନ୍‌ଡିଏମ୍‌ଏ ସହିତ ବୈଠକ ହୋଇଛି। ଆକଳନ ଅନୁସାରେ ଆସନ୍ତାକାଲି ଏହାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୩ ତାରିଖରେ ଏହା ଡିପ୍ରେସନରେ ପରିଣତ ହୋଇପାରେ। ତେବେ ୨୪ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରାଯାଉଛି। ପ୍ରାକ୍‌ ଆକଳନ ଅନୁସାରେ ୨୬ ତାରିଖ ବେଳକୁ ଏହା ସ୍ଥଳଭାଗ ମୁହାଁ ହେବ ଏବଂ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁପାରେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରିଛନ୍ତି ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri