ଅପରାଧୀଙ୍କୁ ସୁରକ୍ଷା ଦେଉଛନ୍ତି ସରକାର: ଭାଜପା

ଭୁବନେଶ୍ୱର, ୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ନାରୀ ସୁରକ୍ଷା କେବଳ ସ୍ଲୋଗାନରେ ସୀମିତ ା ବିଜେଡି ଶାସନରେ ‘କ୍ରିମିନାଲାଇଜେଶନ ଇନ୍‌ ପଲିଟିକ୍ସ’ କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି ା ଏହାର ସଦ୍ୟତମ ଉଦାହରଣ କୋରାପୁଟ ଜିଲା ଜୟପୁର ବ୍ରାହ୍ମଣୀ ଗ୍ରାମରେ ବନ୍ଧୁକ ମୁନରେ ଗଣବଳାତ୍କାର ଘଟଣା। ଏହି ଘଟଣାରେ ଅପରାଧୀଙ୍କୁ ସୁରକ୍ଷା ଦିଆଯାଉଥିବା ସରକାର ପ୍ରମାଣିତ କରିଛନ୍ତି ବୋଲି ଭାଜପା ଅଭିଯୋଗ କରିଛି।
ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସମ୍ପାଦିକା ଐଶ୍ୱର୍ଯ୍ୟା ବିଶ୍ୱାଳ କହିଛନ୍ତି, ବାସ୍ତବ ସ୍ଥିତି ଅନୁଧ୍ୟାନ କରି ସବିଶେଷ ସତ୍ୟାସତ୍ୟ ଜାଣିବା ପାଇଁ ଭାଜପାର ଏକ ପ୍ରତିନିଧି ଦଳ ବ୍ରାହ୍ମଣୀ ଗାଁକୁ ଗତ ୩୧ ତାରିଖରେ ଗସ୍ତ କରିଥିଲେ। ଏହି ପ୍ରତିନିଧି ଦଳରେ କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷା ନମିତାରାଣୀ ସାହୁ, ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସ ଏବଂ ବ୍ଲକ ଅଧ୍ୟକ୍ଷା ସରୋଜିନୀ ଦାସ ସାମିଲ ଥିଲେ। ଏହି ଘଟଣା ସ୍ଥାନୀୟ ଲୋକଙ୍କୁ ଆତଙ୍କିତ କରିଛି। ଗତ ୨୪ ତାରିଖରେ ବନ୍ଧୁକ ମୁନରେ ଭୟଭୀତ କରାଯାଇ ମହିଳାଙ୍କ ସହ ଯେଉଁଭଳି ବଳାତ୍କାର କରାଯାଇଛି, ତାହା ଅତ୍ୟନ୍ତ ଲଜ୍ଜାଜନକ।
ମହିଳାଙ୍କ ପରିବାର ତରଫରୁ ରୁଜୁ ହୋଇଥିବା ମାମଲା ଅନୁଯାୟୀ ମୁଖ୍ୟ ଅଭିଯୁକ୍ତ ଶାସକ ଦଳର ସୁରକ୍ଷା ଯୋଗୁ ବର୍ତ୍ତମାନ ସୁଦ୍ଧା ଗିରଫ ହୋଇନାହିଁ ବୋଲି ଐଶ୍ୱର୍ଯ୍ୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri