ଏଣିକି ହଟ୍‌ସ୍ପଟ୍‌ ଜିଲାରୁ ଭୁବନେଶ୍ୱର ଆସିଲେ ସରକାରୀ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରକୁ ଏଣିକି ହଟସ୍ପଟ ଜିଲାରୁ ଫେରିଲେ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। ହୋମ କ୍ୱାରାଣ୍ଟାଇନ ନୁହେଁ ବରଂ ସରକାରୀ କ୍ୱାରାଣ୍ଟାଇନ ରହିବାକୁ ହେବ। ଏ ନେଇ ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।
ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବିଶେଷ କରି ବସ୍ତି ଅଞ୍ଚଳକୁ ଗୁରୁତ୍ୱ ଦିଆଯାଉଛି। ୱାର୍ଡ କମିଟି ଗଠନ କରି ଆକ୍ଟିଭ ସର୍ଭିଲାନ୍ସ ଜାରି ରହିଛି। ସେହିପରି ଅଧିକ ପ୍ରଭାବିତ ହେବା ଆଶଙ୍କା ଥିବା ବୟସ୍କ ଓ ଶିଶୁଙ୍କୁ ଚିହ୍ନଟ କରାଯାଉଛି। ଏମାନଙ୍କୁ ସତନ୍ତ୍ର ଆପ ଜରିଆରେ ସଚେତନ କରାଯାଉଥିବା କମିଶନର ଚୌଧୁରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?