Posted inଜାତୀୟ

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କକୁ ଯଥେଷ୍ଟ ହ୍ରାସ କରିଛନ୍ତି। ଗୁରୁବାର ଜାରି ହୋଇଥିବା ଏକ ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ପେଟ୍ରୋଲ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କ ପ୍ରତି ଲିଟର ୧୩ ଟଙ୍କାରୁ ୩ ଟଙ୍କାକୁ ହ୍ରାସ କରାଯାଇଛି। ଡିଜେଲ ଉପରେ ଉତ୍ପାଦ ଶୁଳ୍କ ପ୍ରତି ଲିଟର ୧୦ ଟଙ୍କାରୁ ଶୂନକୁ ହ୍ରାସ କରାଯାଇଛି।

ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ଏବଂ ପରବର୍ତ୍ତୀ ସମୟରେ ତେହରାନ ଦ୍ୱାରା ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ ଏହି ହ୍ରାସ ଆସିଛି। ହର୍ମୁଜ ପ୍ରଣାଳୀ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ଯୋଗାଣ ମାର୍ଗ। ଯୁଦ୍ଧ ପୂର୍ବରୁ ବିଶ୍ୱବ୍ୟାପୀ ସମୁଦ୍ର ଯୋଗେ ଆସୁଥିବା ଅଶୋଧିତ ତୈଳ ଏବଂ ଗ୍ୟାସର ପ୍ରାୟ ଏକ ପଞ୍ଚମାଂଶ – ୨୦ରୁ ୨୫ ନିୟୁତ ବ୍ୟାରେଲ ଅଶୋଧିତ ତୈଳ ଏବଂ ପ୍ରାୟ ୧୦ ବିଲିୟନ ଘନଫୁଟ ଗ୍ୟାସ ପ୍ରତିଦିନ ଏହି ମାର୍ଗ ଦେଇ ପରିବହନ କରାଯାଉଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?