ତୈଳବୀଜ ମହଜୁଦ ଉପରେ ସରକାରଙ୍କ କଟକଣା

ଭୁବନେଶ୍ୱର,୬ା୨: ଗତ କିଛି ମାସ ହେବ ବିଭିନ୍ନ କାରଣ ଯୋଗୁ ଦେଶରେ ଖାଇବା ତେଲ ଦର ବୃଦ୍ଧି ଘଟିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଖାଇବାତେଲ ଏବଂ ତୈଳବୀଜ ସାମଗ୍ରୀ ମହଜୁଦ ଉପରେ କଟକଣା ଜାରି କରିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀକୁ ଉଭୟ ବ୍ୟବସାୟୀ ଏବଂ ପ୍ରକ୍ରିୟାକରଣ କରୁଥିବା ସଂସ୍ଥାଗୁଡ଼ିକ ଆବଶ୍ୟକତାଠାରୁ ଅଧିକ ଷ୍ଟକ୍‌ ରଖିବା ନେଇ କଟକଣା ଜାରି କରାଯାଉଛି। ଏହି ଅନୁସାରେ ଖୁଚୁରା ବ୍ୟବସାୟୀ ଅତିବେଶିରେ ୩ଟନ ପର୍ଯ୍ୟନ୍ତ ଖାଇବା ତେଲ ମହଜୁଦ ରଖିପାରିବେ। ସେହିଭଳି ପାଇକାରୀ ବ୍ୟବସାୟୀଙ୍କ ପାଇଁ ଉକ୍ତ ସୀମା ୫୦ଟନ୍‌ ରହିଛି। ଚଳିତ ବର୍ଷ ଜୁନ୍‌ ୩୦ ପର୍ଯ୍ୟନ୍ତ ଏହି ନିୟମ ସାରା ଦେଶରେ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri