ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଲେ ସରକାର

ଭୁବନେଶ୍ୱର,୨୨।୧: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ପ୍ରଥମ କିସ୍ତି ମିଳିଛି। ସେହିପରି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri