Posted inଜାତୀୟ

କାନ୍ଥ ନୁହେଁ ସମ୍ପର୍କର ସେତୁ ସ୍ଥାପନ କରନ୍ତୁ ସରକାର: ରାହୁଲ

ନୂଆଦିଲ୍ଲୀ, ୨।୨: କୃଷି ଆଇନ ନେଇ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକାରୀ ଯେଭଳି ଦିଲ୍ଲୀରେ ପ୍ରବେଶ ନ କରିପାରିବେ ସେଥି ପାଇଁ ଗାଜିପୁର ଏବଂ ଟିକିରି ସୀମାରେ ବ୍ୟାରିକେଡିଂ କରାଯିବା ସହିତ ରାସ୍ତାରେ ଲୁହା ଛଡ଼ ପୋତାଯାଇ ଏହାକୁ ସିମେଣ୍ଟ କରାଯାଇଛି। ଏହାକୁ ନେଇ ମଙ୍ଗଳବାର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଟାର୍ଗେଟ୍‌ କରିଛନ୍ତି। ରାହୁଲ କହିଛନ୍ତି କେନ୍ଦ୍ର ସରକାର ରାସ୍ତାରେ ବ୍ୟାରିକେଡ୍‌ କାନ୍ଥ ତିଆରି କରିବା ବଦଳରେ ଚାଷୀ ସଂଗଠନଗୁଡ଼ିକ ସହିତ ଆଲୋଚନା କରିବା ଲାଗି ସମ୍ପର୍କର ସେତୁ ସ୍ଥାପନ ଉପରେ ଗୁରୁତ୍ୱାରୋପ କରିବା ଆବଶ୍ୟକ। ଏହାଦ୍ୱାରା ଏହି ପ୍ରସଙ୍ଗର ସଫଳ ସମାଧାନର ସୂତ୍ର ବାହାରି ପାରିବ ବୋଲି ରାହୁଲ ଟୁଇଟ୍‌ କରି କହିଛନ୍ତି। ସରକାର ଆନ୍ଦୋଳନକାରୀଙ୍କୁ ମାଡ଼ ମାରିବା ସହିତ ଧମକଚମକ ଦେଇ ଭୟଭୀତ କରାଉଥିବା ରାହୁଲ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri