Posted inରାଜ୍ୟ

ନିଯୁକ୍ତି ପରୀକ୍ଷା ବିଭ୍ରାଟକୁ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, କଡା କଡି ହେଲା ନିୟମ

ଭୁବନେଶ୍ୱର,୨୩।୯: ନିଯୁକ୍ତି ପରୀକ୍ଷା ବିଭ୍ରାଟ ଅନେକ ସମୟରେ ଖବରର ଶିରୋନାମା ମଣ୍ଡନ କରୁଥିବା ବେଳେ ଏବେ ଏହାକୁ ରୋକିବାକୁ ସରକାର ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ନୂଆ ନିୟମ ଅନୁଯାୟୀ ଏଣିକି କେବଳ ସରକାରୀ ପ୍ରେସରେ ଛପାଯିବ ପ୍ରଶ୍ନପତ୍ର। ପୋଲିସ ଓ ସରକାରୀ ଅଧିକାରୀଙ୍କ ଉପସ୍ଥିତିରେ ଏହା ପ୍ରଣ୍ଟିଂ କରାଯିବ। ଏଥିପାଇଁ ସ୍ବତନ୍ତ୍ର ପ୍ରଣ୍ଟିଂ ମେଶିନ ବି ସ୍ଥାପନ କରାଯିବ ବୋଲି ଜଣାପଡିଛି। ପ୍ରଶ୍ନପତ୍ରକୁ ଉପୟ ପଟୁ ସିଲ୍‌ କରାଯିବ। ଏହା ଖୋଲାଯିବା ସମୟରେ ଭିଡିଓଗ୍ରାଫି କରାଯିବ। ପରୀକ୍ଷା କେନ୍ଦ୍ରରେ ବି ଏଆଇ ଟୁଲ ବ୍ୟବହାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସିସିଟିଭିର ଲାଇଭ୍‌ ଷ୍ଟ୍ରିମିଂ କଣ୍ଟ୍ରୋଲ ଓକାକ୍‌ ବା ଏନଆଇସି ପାଖରେ ରହିବ। ସମସ୍ତ ନିଯୁକ୍ତି ପରୀକ୍ଷା ସରକାରୀ କଲେଜ ବା ବିଶ୍ୱିଦ୍ୟାଳୟରେ କରାଯିବ। ଏହା ହେବା ଫଳରେ ପରୀକ୍ଷା ପ୍ରଶ୍ନପତ୍ର ଲିକ ବା ପରୀକ୍ଷା ବିଭ୍ରାଟକୁ ରୋକାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

ଡେବ୍ୟୁ କରିବା ମାତ୍ରେ ଭାରତୀୟ କ୍ରିକେଟ ଇତିହାସ ବଦଳାଇଦେବେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିବେ ୫ ମହାରେକର୍ଡ

ନୂଆଦିଲ୍ଲୀ,୨୬।୬:ଭାରତୀୟ କ୍ରିକେଟ ଦଳର ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସେ ଆୟରଲାଣ୍ଡ ବିପକ୍ଷରେ ଆଗାମୀ ଟି-୨୦ ସିରିଜ ପାଇଁ ବରିଷ୍ଠ ଭାରତୀୟ…

Ketan Murder Case: ଏବେ ପୋଲିସକୁ ନୂଆ କାହାଣୀ ଶୁଣାଇଲେ ଅଭିଯୁକ୍ତ ସିୟା, ପୋଲିସ ଚକିତ

ନୂଆଦିଲ୍ଲୀ,୨୬।୬: ପୁଣେର କେତନ ଅଗ୍ରୱାଲ ହତ୍ୟାକାଣ୍ଡର ଅଭିଯୁକ୍ତ ବାନ୍ଧବୀ ସିୟା ଗୋୟଲ ଏବେ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ସିୟାକୁ ଏହି ମାମଲାକୁ ନେଇ ପଚରାଉଚରା ଜାରି…

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକାଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri