ସାର ସଙ୍କଟ ଦୂର ପାଇଁ ସରକାର ନେଲେ ବଡ଼ ପଦକ୍ଷେପ, ଏଣିକି ୟୁରିଆ…

ଭୁବନେଶ୍ୱର,୨୦।୭: ରାଜ୍ୟରେ ସାର ସଂକଟ ଦୂର କରବା ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସଚିବ DAP ଏବଂ ୟୁରିଆ ସାରର ବିକଳ୍ପକୁ ପ୍ରୋତ୍ସାହନ କରିବା ପାଇଁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ DAP ଏବଂ ୟୁରିଆ ସାରର ବିକଳ୍ପ ଭାବେ କମ୍ପ୍ଲେକ୍ସ ଫର୍ଟିଲାଇଜର୍‌ ଏବଂ ଆମୋନିୟମ ସଲଫେଟ୍‌କୁ ପ୍ରୋତ୍ସାହନ କରିବାକୁ କୁହାଯାଇଛି। କେନ୍ଦ୍ର ସରକାର ବିପୁଳ ପରିମାଣରେ ଆମୋନିୟମ ସଲଫେଟ ଯୋଗାଇଦେବେ। ଏହା ମୃତ୍ତିକାରେ ସଲଫର୍‌ ଅଭାବ ଦୂର କରିବାରେ ସହାୟକ ହୋଇପାରିବ। DAP ସାର ଯୋଗାଣ ପ୍ରଭାବିତ ହୋଇଥିବାରୁ କମ୍ପ୍ଲେକ୍ସ ଫର୍ଟିଲାଇଜରକୁ ସରକାର ଗୁରୁତ୍ୱ ଦେଇଛନ୍ତି। ଏପରିକି ପ୍ରତ୍ୟେକ ଜିଲାର MARKFEDକୁ ଇଣ୍ଡେଣ୍ଟ ଦାଖଲ କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ବନ୍ୟା ବିଭୀଷିକା

ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା…

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ

ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍‌ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ…

ବାହୁଡ଼ା ଯାତ୍ରା ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏହି ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୧।୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି।…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri