୧୨.୫ ଲକ୍ଷ ମେଧାବୀଙ୍କୁ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ସାହାଯ୍ୟ କରିବେ ସରକାର

ନୂଆଦିଲ୍ଲୀ,୧୩।୧୧: ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅଶାୟୀଙ୍କ ସାହାଯ୍ୟ କରିବେ ଭାରତ ସରକାର। ବର୍ଷ ୨୦୨୯ ସୁଦ୍ଧା ସରକାର ୧୨.୫ ଲକ୍ଷ ମେଧାବୀଙ୍କୁ ସହାୟତା ପ୍ରଦାନ କରିବେ। ଏହି ପଦକ୍ଷେପ ଦ୍ୱାରା ଗରିବ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତିରେ ସହାୟତା ମିଳିବ।

ଟାଇମ୍ସ ଅଫ ଇଣ୍ଡିଆ ରିପୋର୍ଟ ଅନୁଯାୟୀ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦୁଇଦିନ ବ୍ୟାପି ଚାଲିଥିବା ବୈଠକରେ ରାଜ୍ୟ ସରକାରଙ୍କ ସହିତ ଏହି ଯୋଜନା ବିଷୟରେ ଆଲୋଚନା କରିଥିଲେ। ଏହି ବୈଅଠାକାର ମୁଖ୍ୟ ଲକ୍ଷ୍ୟ ଥିଲା ନୂଆ ଶିକ୍ଷା ନୀତି ୨୦୨୦କୁ ସଠିକ ରୂପେ ଲାଗୁ କରିବା।

ସାଥି ଯୋଜନା ମାଧ୍ୟମରେ ସରକାର ପ୍ରତିଯୋଗିତା ମୂଳକ ପରୀକ୍ଷା ପ୍ରସ୍ତୁତି ପାଇଁ ଡିଜିଟାଲ ମଧ୍ୟମରେ ବିନା ମୂଲ୍ୟରେ ପାଠ୍ୟ ସାମଗ୍ରୀ ଯୋଗାଇଦେବେ। ଏହି ଯୋଜନା ମାଧ୍ୟମରେ କୁତ୍ରିମ ବୁଦ୍ଧିମତା(ଏଆଇ) ପ୍ରଚଳିତ ବ୍ୟବସ୍ଥା କରିବା ପାଇଁ ଆଇଆଇଟି ଏବଂ ଏମ୍ସ ଭଳି ଅନୁଷ୍ଠାନ ସହିତ ମିଳିତ ଭାବେ କାର୍ୟ୍ୟ କରିବେ।

ଏହିସହିତ ବୈଠକରେ ଡିଜିଟାଲ ଶିକ୍ଷାକୁ ଅଧିକ ବ୍ୟାପକ କରିବାକୁ ଆଲୋଚନା ହୋଇଥିଲା। ଆଗାମୀ ପାଞ୍ଚବର୍ଷ ମଧ୍ୟରେ ସରକାର ସ୍ୱୟଂ ପୋର୍ଟାଲ ମାଧ୍ୟମରେ ୨ କୋଟି ନୂତନ ବିଦ୍ୟାର୍ଥୀଙ୍କୁ ଯୋଡିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri