୧୨.୫ ଲକ୍ଷ ମେଧାବୀଙ୍କୁ କମ୍ପିଟେଟିଭ ପରୀକ୍ଷା ପ୍ରସ୍ତୁତି ପାଇଁ ସାହାଯ୍ୟ କରିବେ ସରକାର

ନୂଆଦିଲ୍ଲୀ,୧୩।୧୧: ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଅଶାୟୀଙ୍କ ସାହାଯ୍ୟ କରିବେ ଭାରତ ସରକାର। ବର୍ଷ ୨୦୨୯ ସୁଦ୍ଧା ସରକାର ୧୨.୫ ଲକ୍ଷ ମେଧାବୀଙ୍କୁ ସହାୟତା ପ୍ରଦାନ କରିବେ। ଏହି ପଦକ୍ଷେପ ଦ୍ୱାରା ଗରିବ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତିରେ ସହାୟତା ମିଳିବ।

ଟାଇମ୍ସ ଅଫ ଇଣ୍ଡିଆ ରିପୋର୍ଟ ଅନୁଯାୟୀ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦୁଇଦିନ ବ୍ୟାପି ଚାଲିଥିବା ବୈଠକରେ ରାଜ୍ୟ ସରକାରଙ୍କ ସହିତ ଏହି ଯୋଜନା ବିଷୟରେ ଆଲୋଚନା କରିଥିଲେ। ଏହି ବୈଅଠାକାର ମୁଖ୍ୟ ଲକ୍ଷ୍ୟ ଥିଲା ନୂଆ ଶିକ୍ଷା ନୀତି ୨୦୨୦କୁ ସଠିକ ରୂପେ ଲାଗୁ କରିବା।

ସାଥି ଯୋଜନା ମାଧ୍ୟମରେ ସରକାର ପ୍ରତିଯୋଗିତା ମୂଳକ ପରୀକ୍ଷା ପ୍ରସ୍ତୁତି ପାଇଁ ଡିଜିଟାଲ ମଧ୍ୟମରେ ବିନା ମୂଲ୍ୟରେ ପାଠ୍ୟ ସାମଗ୍ରୀ ଯୋଗାଇଦେବେ। ଏହି ଯୋଜନା ମାଧ୍ୟମରେ କୁତ୍ରିମ ବୁଦ୍ଧିମତା(ଏଆଇ) ପ୍ରଚଳିତ ବ୍ୟବସ୍ଥା କରିବା ପାଇଁ ଆଇଆଇଟି ଏବଂ ଏମ୍ସ ଭଳି ଅନୁଷ୍ଠାନ ସହିତ ମିଳିତ ଭାବେ କାର୍ୟ୍ୟ କରିବେ।

ଏହିସହିତ ବୈଠକରେ ଡିଜିଟାଲ ଶିକ୍ଷାକୁ ଅଧିକ ବ୍ୟାପକ କରିବାକୁ ଆଲୋଚନା ହୋଇଥିଲା। ଆଗାମୀ ପାଞ୍ଚବର୍ଷ ମଧ୍ୟରେ ସରକାର ସ୍ୱୟଂ ପୋର୍ଟାଲ ମାଧ୍ୟମରେ ୨ କୋଟି ନୂତନ ବିଦ୍ୟାର୍ଥୀଙ୍କୁ ଯୋଡିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri