ଶିକ୍ଷକଙ୍କ ସମସ୍ୟା ଶୁଣିବେକି ସରକାର: ରାତି ପାହିଲେ ହେବ

ଭୁବନେଶ୍ୱର,୧୬।୧: ଆସନ୍ତା ୨୨ରେ ପ୍ରାଥମିକ ଶିକ୍ଷକଙ୍କ ସହ ବୈଠକ କରିବ ଉଚ୍ଚସ୍ତରୀୟ କମିଟି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଦ୍ବାରା ଗଠିତ ଉଚ୍ଚସ୍ତରୀୟ କମିଟି ଏହି ବୈଠକ କରିବ। ଅବସରପ୍ରାପ୍ତ IAS ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ
ହେବ। ତୋଷାଳୀ ଭବନରେ ଦିନ ୧୧ଟା ୩୦ରେ ବୈଠକ ଅନୁଷ୍ଠିତ ହେବ।ପ୍ରାଥମିକ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ହେବ ଆଲୋଚନା। ଏନେଇ ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri