ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ ହେବ । ୧୫ ଦିନ ଭିତରେ ଅଭିଯୋଗ କିମ୍ୱା ଆପତ୍ତି ଥିଲେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବିଜ୍ଞପ୍ତି ଅନୁସାରେ, ଖୋର୍ଦ୍ଧା ଜିଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ । ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ । ଦେବଗଡ଼ ଜିଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ । ଦେଓଗଡ଼ ବଦଳରେ ଦେବଗଡ଼ ଲେଖାଯିବ । କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି । ସେହପରି ଅନୁଗୁଳ ଜିଲା ଏବଂ ପାଲଲହଡ଼ାର ଇଂରାଜୀ ନାମ ପରିବର୍ତ୍ତନ ହୋଇପାରେ । ଏଥିରେ ପରିବର୍ତ୍ତନ ଆଣିବେ ସରକାର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri