OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ, କାର୍ଯ୍ୟରେ ଯୋଗ ନ ଦେଲେ ନିଲମ୍ବନ

ଭୁବନେଶ୍ୱର,୮।୧୨: OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ । ବଦଳି ହୋଇ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବା ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ କଡା ଚେତାବନୀ । ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦିଅ, ନଚେତ ୧୧ ତାରିଖରୁ ନିଲମ୍ବନ କରିବେ ସରକାର । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

ନଭେମ୍ବର ୨୬ରେ କିଛି ଓଏଏସ ଅଫିସରମାନଙ୍କର ବଡ଼ ଧରଣର ବଦଳି କରାଯାଇଥିଲା।
ବଦଳି ପରେ ତାଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ବଦଳି ସତ୍ତ୍ୱେ ଅନେକ ଓଏଏସ ଅଫିସର ନିଜର ପୂର୍ବ ସ୍ଥାନରେ କାର୍ଯ୍ୟ କରି ଆସୁଛନ୍ତି । ସେମାନେ ନୂଆ ସ୍ଥାନରେ ଯୋଗ ଦେଉ ନାହାନ୍ତି । ଯେଉଁମାନେ ନୂଆ ସ୍ଥାନରେ ଯୋଗ ଦେଉ ନାହାନ୍ତି ସେମାନଙ୍କ ଦରମା ବନ୍ଦ କରିବାକୁ ଗତ ୩ ତାରିଖରେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ସରକାର ।

ଏହାପରେ ମଧ୍ୟ ବଦଳି ହୋଇଥିବା ଓଏଏସ ଅଫିସରମାନେ ନ ଶୁଣିବାରୁ ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦେବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି । ୧୦ ସୁଦ୍ଧା ଯେଉଁମାନେ ଯୋଗ ନ ଦେବେ ୧୧ ତାରିଖରୁ ସେମାନଙ୍କୁ ନିଲମ୍ବନ କରାଯିବ ବୋଲି ବିଜ୍ଞପ୍ତିରେ ସ୍ପଷ୍ଟ କରିଛନ୍ତି ରାଜ୍ୟ ସରକାର । ଯେଉଁ ଓଏଏସ ଅଫିସରମାନେ ଭୁବନେଶ୍ୱରରେ ବିଭାଗୀୟ ଟ୍ରେନିଂରେ ଅଛନ୍ତି ସେମାନେ ଟ୍ରେନିଂ ସରିବା ମାତ୍ରେ ତୁରନ୍ତ ନୂଆ ସ୍ଥାନରେ ଯୋଗ ଦେବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?