Posted inଜାତୀୟ

ଟୁଇଟରକୁ ଚେତାବନୀ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୨ ।୧୦: ଭାରତର ଭୁଲ୍ ମାନଚିତ୍ର ଦେଖାଇବା ଅଭିଯୋଗରେ କେନ୍ଦ୍ର ସରକାର ଟୁଇଟରକୁ କଡା ଚେତାବନୀ ଦେଇଛନ୍ତି । ସରକାର କହିଛନ୍ତି ଦେଶର ସାର୍ବଭୌମତ୍ନ ଓ ଅଖଣ୍ଡତାକୁ ଅବମାନନା କରିବା ପାଇଁ ଟୁଇଟରର ପ୍ରାୟସ ଗ୍ରହଣୀୟ ନୁହେଁ । ଏହାପରେ ଟୁଇଟର କହିଛି ସେ ଭାବନାକୁ ସମ୍ମାନ କରେ ଓ ସରକାରଙ୍କ ସହ କାମ କରିବାକୁ ପ୍ରତିଶ୍ରୁତି ବଦ୍ଧ । ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ(ଆଇଟି) ର ସଚିବ ଅଜୟ ସାହାଣୀ ଏହାକୁ ନେଇ ଟୁଇଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜ୍ୟାକ ଡୋର୍ସିଙ୍କୁ କଡା ଶବ୍ଦରେ ଏକ ପତ୍ର ଲେଖିଛନ୍ତି । ସାହାଣୀ କହିଛନ୍ତି ଯେ ଏଭଳି କୌଣସି ପ୍ରୟାସ କେବଳ ଟୁଇଟର ପ୍ରତିଷ୍ଠାକୁ କ୍ଷୁର୍ଣ୍ଣ କରିବା ସହ ଟୁଇଟରର ନିରପେକ୍ଷତାକୁ ଏକ ମାଧ୍ୟମ ଭାବେ ସନ୍ଦେହଜନକ କରିଥାଏ । ସୂଚନାଯୋଗ୍ୟ, ଟୁଇଟର ଲେହର ଭୌଗୋଳିକ ସ୍ଥିତିକୁ ଦର୍ଶାଇବାକୁ ଯାଇ ଜମ୍ମୁ-କଶ୍ମୀରକୁ ପିପୁଲ୍ସ ରିପବ୍ଲିକ୍ ଅଫ୍ ଚାଇନାର ଅଂଶ ବୋଲି ଦର୍ଶାଇଥିଲା । ଉକ୍ତ ପ୍ରତ୍ର ମାଧ୍ୟମରେ ସାହାଣୀ ଦର୍ଶାଇଛନ୍ତି କି ଜମ୍ମୁ-କଶ୍ମୀର ଭାରତର ଅବିଚ୍ଛେଦ୍ୟ ଅଙ୍ଗ ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri