ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା। ଏନେଇ ସମସ୍ତ ଜିଲାପାଳଙ୍କୁ ପର୍ଯ୍ୟଟନ ବିଭାଗର ଚିଠି ଲେଖିଛି। ୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ପଞ୍ଚାୟତସ୍ତରରେ ହିତାଧିକାରୀ ଚୂଡ଼ାନ୍ତ କରିବା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ।

 

 

Dharitri – Odisha’s No.1 Odia Daily

 

Share