କରୋନା ଯୋଦ୍ଧାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ସରକାର

ଭୋପାଳ,୧୪।୫: କରୋନା ଭାଇରସ୍‌ ମହାମାରୀ ଭିତରେ ନିଜ ଜୀବନକୁ ବାଜି ଲଗାଇ ଖବର ସଂଗ୍ରହ କରି ଲୋକଙ୍କ ପାଖରେ ଖବର ପହଞ୍ଚାଉଥିବା ସାମ୍ବାଦିକଙ୍କ ଚିନ୍ତା ଏବେ ସରକାରଙ୍କୁ ଘାରିଛି। ଏହି ସମୟରେ ଅନେକ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହେଉଥିବା ବେଳେ ଆଉ କେତେଜଣ ମୃତୁମୁଖକୁ ଠେଲି ହୋଇଯାଇଛନ୍ତି। ତେବେ କରୋନା ସମ୍ମୁଖ ଯୋଦ୍ଧାଙ୍କ ଲାଗି ମଧ୍ୟପ୍ରଦେଶ ସରକାର ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଟୁଇଟ କରି ସୂଚନା ଦେଇଛନ୍ତି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ବୈଦ୍ୟୁତିକ, ଛାପା ଓ ୱେବ ମିଡିଆର ସାମ୍ବାଦିକ ଯଦି କରୋନାରେ ଆକ୍ରାନ୍ତ ହୁଅନ୍ତି, ତେବେ ସେମାନଙ୍କର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର କରିବେ। ଏଥିସହ ତାଙ୍କ ପରିବାରର ଯଦି କେହି କରୋନାରେ ଆକ୍ରାନ୍ତ ହୁଅନ୍ତି, ତେବେ ସେମାନଙ୍କର ଚିକିତ୍ସା ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ସାମ୍ବାଦିକ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ବ୍ୟତୀତ ଡେସ୍କ ଏଡିଟର, କ୍ୟାମେରାପର୍ସନ ଓ ଫଟୋଗ୍ରାଫରମାନଙ୍କୁ ମଧ୍ୟ ସମାନ ସୁବିଧା ମିଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଅଧାରୁ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri