ମନ୍ତ୍ରୀଙ୍କ ବଡ଼ ସୂଚନା: ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର, ଜାଣନ୍ତୁ କେଉଁ ଶ୍ରେଣୀର ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୫।୯: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ ହେବ, ଏଥିରେ ୩ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ। ନବମ, ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ।

ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।

ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri