Posted inଜାତୀୟ

‘ମଦ୍ୟପାନ କରିବା ପରେ ଯଦି କାହାର ମୃତ୍ୟୁ ହୁଏ ସରକାର କ୍ଷତିପୂରଣ ଦେବେ ନାହିଁ’

ପାଟନା,୧୬।୧୨: ବିହାରର ଛପରା ଜିଲାରେ ବିଷାକ୍ତ ମଦ ପିଇ ୫୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ନେଇ ଗୃହରେ ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିଧାନସଭା ଅଧିବେଶନରେ  କହିଛନ୍ତି ଯେ, ବିହାରରେ ମଦ୍ୟପାନ କରିବା ପରେ ଯଦି କାହାର ମୃତ୍ୟୁ ହୁଏ ତେବେ ସରକାର କ୍ଷତିପୂରଣ ଦେବେ ନାହିଁ। ଯଦି କେହି ମଦ୍ୟପାନ କରିବା ପରେ ମରିଯାଏ, ତା’ହେଲେ ତାଙ୍କ ପ୍ରତି ଦୟାଭାବ ରହିବା ଉଚିତ୍‌ ନୁହେଁ। ଲୋକଙ୍କୁ ମଦ୍ୟପାନରୁ ବାରଣ କରାଯିବା ଉଚିତ୍‌ ବୋଲି ନୀତୀଶ କହିଛନ୍ତି। ଛପରାଠାରେ ହୋଇଥିବା ମଦ କାରବାର କାରଣରୁ ଗୁରୁବାର ଏସ୍‌ଏଚ୍‌ଓ ରିତେଶ ମିଶ୍ର ଏବଂ କନ୍‌ଷ୍ଟେବଳ ବିକାଶ ତିୱାରୀଙ୍କୁ ତୁରନ୍ତ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କୁ କ୍ୟାନ୍‌ସର ହୋଇଥିଲା

ଜେରୁଜେଲମ୍‌,୨୫ା୪: ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ କ୍ୟାନ୍‌ସର ହୋଇଥିଲା ବୋଲି ସେ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ଯାଞ୍ଚ ବେଳେ ତାଙ୍କର ଏକ ଛୋଟ ଟ୍ୟୁମର ହୋଇଥିବା ଜଣାପଡ଼ିଥିଲା।…

ନାବାଳିକାଙ୍କୁ ଇଚ୍ଛା ବିରୋଧରେ ଗର୍ଭଧାରଣ ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ

ନୂଆଦିଲ୍ଲୀ,୨୫ା୪ : କୌଣସି ଅଦାଲତ ଜଣେ ମହିଳା ବିଶେଷକରି ନାବାଳିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ଗର୍ଭଧାରଣ ଜାରି ରଖିବାକୁ ବାଧ୍ୟ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର…

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ,…

ସୀମାରେ ହଠାତ୍‌ ଅନ୍ଧାର: ପଞ୍ଜାବରୁ କଶ୍ମୀର ପର୍ଯ୍ୟନ୍ତ ‘ବ୍ଲାକ୍‌ଆଉଟ୍‌’ ହାଇ ଆଲର୍ଟ, ରାତି ୧୦ଟାରେ ସାବଧାନ…!

ଚଣ୍ଡିଗଡ଼/ଶ୍ରୀନଗର,୨୪।୪: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଶୁକ୍ରବାର ରାତିରେ ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରର ସମସ୍ତ ଜିଲାରେ ‘ସିଭିଲ ଡିଫେନ୍ସ ଏୟାର୍‌ ରେଡ୍‌/ବ୍ଲାକଆଉଟ୍‌’ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

କୁଶପଡାରେ କ୍ରିକେଟ ଟୁର୍ନାମେଣ୍ଟ:   ମହାମାୟୀ ଟିମ୍ ଚାମ୍ପିୟନ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ଖେଳପଡିଆ ଠାରେ ଚାଲିଥିବା ଶ୍ରୀ ସିଦ୍ଧି ବିନାୟକ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ…

ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri