ପଖାଳ ଦିବସ ପାଳନ ପାଇଁ ୨୨ ଦେଶକୁ ଚିଠି ଲେଖିଲେ ସରକାର, କହିଲେ ଓଡ଼ିଆଙ୍କ ପ୍ରିୟ ଏହି…

ଭୁବନେଶ୍ୱର,୧୨ା୩: ପ୍ରତିବର୍ଷ ମାର୍ଚ୍ଚ ୨୦ରେ ପାଳନ କରାଯାଏ ପଖାଳ ଦିବସ। ଓଡ଼ିଆଙ୍କ ଏହି ପ୍ରିୟ ଖାଦ୍ୟକୁ ଆହୁରି ଲୋକପ୍ରିୟ କରିବା ପାଇଁ ରାଜ୍ୟ ସରକାର ଅତି କମ୍‌ରେ ୨୨ଟି ଦେଶରେ ଥିବା ଓଡ଼ିଆ ସଂଗଠନକୁ ନିବେଦନ କରିଛନ୍ତି।

ବିଭିନ୍ନ ଦେଶରେ ରହୁଥିବା ଓଡ଼ିଆ ସଂଗଠନ ‘ଓଡ଼ିଆ ପରିବାର’ ଏବଂ ସଂସ୍କୃତି ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ ଚିଠି ଲେଖିଛନ୍ତି। ସେ ଏହି ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ପ୍ରତିବର୍ଷ ମାର୍ଚ୍ଚ ୨୦ରେ ରାଜ୍ୟବ୍ୟାପୀ ପଖାଳ ଦିବସ ପାଳନ କରାଯାଏ। ଆମେରିକା, ଅଷ୍ଟ୍ରେଲିଆ, ବାହାରିନ, କାନାଡା, ଜର୍ମାନୀ, ଦୁବାଇ, ବେଲଜିୟମ, ଜାପାନ, ମାଲେସିଆ, ଆୟର୍ଲାଣ୍ଡ, ନେଦରଲାଣ୍ଡ, ନ୍ୟୁଜିଲାଣ୍ଡ, ରୁଷିଆ, ଓମାନ, ସିଙ୍ଗାପୁର, ଥାଇଲାଣ୍ଡ, ୟୁନାଇଟେଡ କିଙ୍ଗଡମ, ଆବୁଧାବି, ଓ୍ବେଷ୍ଟ ଆଫ୍ରିକା, ସାଉଦି ଆରବ ଏବଂ କତାର ଭଳି ଦେଶରେ ଥିବା ଓଡ଼ିଆ ସଂଗଠନର ସଭାପତି ଏବଂ ସଚିବମାନଙ୍କୂ ରାଜ୍ୟ ସରକାର ଚିଠି ପଠାଇ ପଖାଳ ଦିବସ ପାଳନ ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ...

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ...

କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ଦୁଇ ମନ୍ତ୍ରୀ, ରୋଷ ଝାଡ଼ିଲେ ଲୋକେ, ଫିଙ୍ଗିଲେ ଢେଲାପଥର

ବାରିପଦା,୨୩ା୩: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ଲୋକେ ପ୍ରବଳ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି ବୋଲି କହି ରୋଷ...

ଭଉଣୀ ଘରକୁ ଆସିଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଭାଇର ଜୀବନ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ରବିବାର ସକାଳେ ଜଣେ ନାବାଳକ ପୋଖରୀରେ ବୁଡି ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ...

ସ୍କେଟିଂ କରୁଛି ବୁଲ୍‌ଡଗ୍‌

କିଛି ପେଟ୍‌ ଅଜବ ଟ୍ରିକ୍‌ସବୁ କରି ଭାଇରାଲ ହେଉଥିବା ସୋସିଆଲ ମିଡିଆରେ ଦେଖିଥିବେ। ସେମାନଙ୍କର ସେହି ଟ୍ରିକ୍‌ସବୁ ଦେଖି ଆଶ୍ଚର୍ଯ୍ୟ ଲାଗେ ଯେ, ଆମେ ମଣିଷ...

ମଶାଠୁ ରକ୍ଷା କରିବ କଙ୍କି ପେଣ୍ଡାଣ୍ଟ

ଏହି କଙ୍କିକୁ ଦେଖି ଇଛା ହେଉଛି କି ପିଲାଦିନେ ଯେମିତି ଲୁଚି ଲୁଚି ଧରୁଥିଲେ ସେମିତି ଧରିବାକୁ? ତେବେ ପ୍ରକୃତ କଥା ହେଉଛି ଏହା କଙ୍କି...

ମୁସଲିମ ଦେଶ ବାଂଲାଦେଶରେ ଦେହ ବେପାର ଉପରେ ନାହିଁ କୌଣସି ପ୍ରତିବନ୍ଧକ, ପ୍ରାୟ ୨ଲକ୍ଷ ମହିଳା କରୁଛନ୍ତି…

ଢାକା,୨୩।୩: ଦେହ ବେପାରକୁ ବିଶ୍ୱର ସବୁଠାରୁ ପୁରୁଣା ବୃତ୍ତି ବୋଲି କୁହାଯାଏ। ଏପରି ଏକ ବୃତ୍ତି ଯାହା କେବେ ଶେଷ ହୋଇପାରିବ ନାହିଁ। ଟଙ୍କା ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri