ସରକାରଙ୍କ ବଡ଼ ଘୋଷଣା: ନୂଆ ରଘୁନନ୍ଦନ ଲାଇବ୍ରେରୀ ଜାଗାରେ E-ଲାଇବ୍ରେରୀ

ଭୁବନେଶ୍ୱର,୩।୧୦: ନୂଆ ରଘୁନନ୍ଦନ ଲାଇବ୍ରେରୀ ଜାଗାରେ E-ଲାଇବ୍ରେରୀ ନିର୍ମାଣ ହେବ । ରାଜ୍ୟ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏ ନେଇ ସୂଚନା ଦେଇଛନ୍ତି। ‘ଜ୍ଞାନ’ ଯଜ୍ଞ ମଣ୍ଡପ ନାଁରେ ନାର୍ମିତ ହେବ ଡିଜିଟାଲ ଲାଇବ୍ରେରୀ’। E-ଲାଇବ୍ରେରୀ ସହ ରିସର୍ଚ୍ଚ ସେଣ୍ଟର ମଧ୍ୟ ସରକାର ନିର୍ମାଣ କରିବେ। ଶ୍ରଦ୍ଧାଳୁ ଓ ଗବେଷକଙ୍କୁ ଡିଜିଟାଲ ସୁବିଧା ପ୍ରଦାନ କରିବା ପାଇଁ SJTAର ନିଷ୍ପତ୍ତି ନେଇଛି। ମନ୍ଦିର ରେକର୍ଡ, ରୀତିନୀତି, ମାଦଳା ପାଞ୍ଜି, ପୋଥି ଓ ପାଣ୍ଡୁଲିପି ସଂରକ୍ଷଣ ନେଇ ଲକ୍ଷ୍ୟ ରଖାଯାଇଛି। ପୁରାତନ ପୁସ୍ତକ ଓ ତଥ୍ୟ ସହ ସଂରକ୍ଷିତ ଡକ୍ୟୁମେଣ୍ଟକୁ ନେଇ ଡାଟାବେସ ତିଆରି ହେବ। ଜଗନ୍ନାଥ ସଂସ୍କୃତି ଗବେଷଣା ଉପରେ ଗବେଷକଙ୍କୁ ସହାୟକ ହେବ ବୋଲି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri