ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ନିଷ୍ପତ୍ତି ପରେ ସାମ୍ବାଦିକ ମହଲରେ ଆଶ୍ୱସ୍ତି ପ୍ରକାଶ ପାଇଛି।

ବର୍ତ୍ତମାନ ଯେଉଁ ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ଅଛନ୍ତି, ସେମାନେ ପୂର୍ବପରି ଏହି ସୁବିଧା ପାଇପାରିବେ। ଏଥିସହ ଯେଉଁ ସାମ୍ବାଦିକମାନେ ନୂଆକରି ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି, ସେମାନେ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିପାରିବେ।

ସାମ୍ବାଦିକମାନଙ୍କ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବୀମା ସୁବିଧା ଜାରି ରଖିବା ନିଷ୍ପତ୍ତିକୁ ଓଡ଼ିଶା ୟୁନିୟନ୍‌ ଅଫ୍‌ ଜର୍ଣ୍ଣାଲିଷ୍ଟସ୍‌ (ଓୟୁଜେ) ସ୍ୱାଗତ କରିଛି। ଏଥିପାଇଁ ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଯାଇଛି।

ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ଏହି ଯୋଜନା ଗୁରୁତ୍ୱପୂର୍ଣ୍ଣ ଥିବାରୁ ଏହାକୁ ପୂର୍ବପରି ଜାରି ରଖିବା ନିଷ୍ପତ୍ତିକୁ ସାମ୍ବାଦିକ ସଂଗଠନଗୁଡ଼ିକ ସ୍ୱାଗତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଏବେବି ନିଖୋଜ ଅଛନ୍ତି…

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି। ବନ୍ୟାରେ ଏପର୍ଯ୍ୟନ୍ତ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ…

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିପାରିନାହାଁନ୍ତି ମୟଙ୍କ ଅଗ୍ରୱାଲ; ଏବେ, ଖେଳିବା ପାଇଁ ଏହି ଦେଶକୁ ଯିବେ

ନୂଆଦିଲ୍ଲୀ,୧।୯: ଗତ ଚାରି ବର୍ଷ ଧରି ଟିମ ଇଣ୍ଡିଆକୁ ଫେରିବା ପାଇଁ ଆଶା ରଖିଥିବା ମୟଙ୍କ ଅଗ୍ରୱାଲ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଇଂଲଣ୍ଡରେ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍‌…

ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ…

ବଦଳିବ ବ୍ୟାଙ୍କିଂ -UPI ସିଷ୍ଟମ! କ’ଣ ଏହି ‘ୱାନ ନେଶନ, ୱାନ ଟାଇମ’ ନୀତି, ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ଡିଜିଟାଲ ଦୁନିଆରେ ଏକ ସେକେଣ୍ଡର ହଜାର ଭାଗରୁ ମଧ୍ୟ ଛୋଟ ସମୟର ପାର୍ଥକ୍ୟ ଅନେକ ସମୟରେ ବଡ଼ ପ୍ରଭାବ ପକାଇଥାଏ। କେତେବେଳେ UPI ପେମେଣ୍ଟ ଅଟକିଯାଏ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri