କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।

୨୦୨୦ ମସିହାରେ ପାରାଦୀପ-ହରିଦାସପୁର ରେଳ ଲାଇନରେ ମାଲବାହୀ ଟ୍ରେନ ଚାଲିଥିଲା। ତା’ପରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପାଇଁ ଦାବି ହୋଇ ଆସୁଥିଲା। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କେନ୍ଦ୍ରାପଡା ଗସ୍ତ ସମୟରେ ସ୍ଥାନୀୟ ଲୋକ ପୁରୁଣା ଦାବି ଦୋହରାଇ ଥିଲେ। ଯାତ୍ରୀବାହୀ ଟ୍ରେନ ଚଳାଇବା ପାଇଁ ଦାବି କରିଥିଲେ। ସ୍ଥାନୀୟ ଲୋକଙ୍କ ଅନୁରୋଧ କ୍ରମେ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛନ୍ତି ରେଳ ମନ୍ତ୍ରଣାଳୟ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri