ପାରଳାଖେମୁଣ୍ଡି ବାଇପାସ୍ ରାସ୍ତା ନିର୍ମାଣ ପାଇଁ ବିଧାନସଭାରେ ସରକାରଙ୍କ ପ୍ରତିଶ୍ରୁତି

ଗଜପତି,୧।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ବହୁ ପ୍ରତୀକ୍ଷିତ ବାଇପାସ୍ ରାସ୍ତା ନିର୍ମାଣ ପ୍ରସଙ୍ଗରେ ସୋମବାର ଓଡିଶା ବିଧାନସଭାରେ ସରକାର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ପାରଳାଖେମୁଣ୍ଡି ବିଧାୟକ ଇଂ. ରୁପେଶ କୁମାର ପାଣିଗ୍ରାହୀ ଶୀତକାଳୀନ ଅଧିବେଶନରେ ପୁଣି ଥରେ ଏହି ଦାବି ଉଠାଇଥିଲେ।

ସରକାରଙ୍କ ତରଫରୁ ଉତ୍ତର ଦିଆଯାଇଛି ଯେ, ବର୍ତ୍ତମାନ ଜମି ଅଧିଗ୍ରହଣ କାର୍ଯ୍ୟ ଆରମ୍ଭ ହୋଇଛି, ଯାହା ଆସନ୍ତା ଛଅ ମାସ ମଧ୍ୟରେ ଶେଷ ହେବ। ଏହା ପରବର୍ତ୍ତୀ ଛଅ ମାସ ମଧ୍ୟରେ ବାଇପାସ୍ ରାସ୍ତା ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ବିଧାୟକ ପାଣିଗ୍ରାହୀ ବହୁ ବର୍ଷର ଏହି ଦାବିକୁ ସରକାର ଗ୍ରହଣ କରିବାକୁ ନିବେଦନ କରିଥିଲେ। ଏହି ବାଇପାସ୍ ରାସ୍ତା ନିର୍ମାଣ ହେଲେ ସହରର ଟ୍ରାଫିକ୍ ସମସ୍ୟା ଦୂର ହେବା ସହ ବିକାଶରେ ସହାୟକ ହେବ।

ନିକଟରେ ଜିଲା ଗସ୍ତରେ ଆସିଥିବା ମନ୍ତ୍ରୀମାନଙ୍କୁ ମଧ୍ୟ ପାରଳାବାସୀ ଏହି ପ୍ରସଙ୍ଗରେ ଜଣାଇଥିଲେ। ବିଧାନସଭାରେ ବିଧାୟକ ପାଣିଗ୍ରାହୀଙ୍କ ବାରମ୍ବାର ଉଦ୍ୟମକୁ ଅଞ୍ଚଳବାସୀ ଖୁସିର ସହ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ…

ଛତ୍ରପୁରରେ ମହୋତ୍ସବ, ଗଞ୍ଜାମ ସହରରେ କେବେ? ପ୍ରଶାସନ-ରାଜନେତାଙ୍କ ଇଛା ଶକ୍ତି ଅଭାବ ପରିଲକ୍ଷିତ

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ହେଡ଼କ୍ୱାର୍ଟର ଛତ୍ରପୁର ଷ୍ଟାଡିୟମଠାରେ ପାଞ୍ଚ ଦିନ ଧରି ଛତ୍ରପୁର ମହୋତ୍ସବ ୨୦୨୬ ଅନୁଷ୍ଠିତ ହୋଇଥିଲା l ଏହା ଶୁକ୍ରବାର ସନ୍ଧ୍ୟାରେ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri