Posted inଜାତୀୟ

ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା ପରେ ସ୍କୁଲ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି…

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ସ୍କୁଲ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ପ୍ରଦୂଷଣର ସ୍ତରକୁ ଦୃଷ୍ଟିରେ ରଖି ଦିଲ୍ଲୀର ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି। ପ୍ରଦୂଷଣ ମଧ୍ୟରେ ସ୍କୁଲ ଖୋଲିବା ନେଇ ସୁପ୍ରିମକୋର୍ଟ କେଜ୍ରିୱାଲ ସରକାରଙ୍କୁ ତାଗିଦ କରିଥିଲେ।

ଏହାପୂର୍ବରୁ ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ପାଉଥିବା ସମୟରେ ସ୍କୁଲ୍‌ ଖୋଲିଥିବାରୁ ସୁପ୍ରିମକୋର୍ଟ କେଜ୍ରିୱାଲ ସରକାରଙ୍କୁ ତାଗିଦ କରିଥିଲେ। କୋର୍ଟ ଦିଲ୍ଲୀ ସରକାରଙ୍କୁ ପଚାରିଥିଲେ, ଯେତେବେଳେ ସରକାର ବୟସ୍କମାନଙ୍କ ପାଇଁ ଘରେ ରହି କାମ ବ୍ୟବସ୍ଥା ଲାଗୁ କରିଛନ୍ତି ସେତେବେଳେ ଛୋଟ ପିଲାମାନଙ୍କୁ କାହିଁକି ସ୍କୁଲ ଯାଉଛନ୍ତି?

ଏନେଇ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହାପରେ ସରକାର ସ୍କୁଲ ବନ୍ଦ କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବିଚାରପତି ଭଗବାନ୍‌ ନୁହନ୍ତି

ସାଧାରଣରେ ଲୋକେ କହିଥାଆନ୍ତି, ବିଚାର କୋର୍ଟରେ ହେବ। ଅର୍ଥାତ୍‌ କୌଣସି ବିବାଦ ଦେଖାଦେଲେ ଅଦାଲତ ଉପରେ ଜନସାଧାରଣଙ୍କ ଭରସା ଥିଲା। ଏବେ ଏକ ଭିନ୍ନ ଚିତ୍ର ଦେଖିବାକୁ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri