ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍‌ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦ା୧୦: ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍‌ଟି ପରିଷଦକୁ ସୁପାରିଶ କରାଯାଇଥିବା ନିଷ୍ପତ୍ତି ଅନୁସାରେ, ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ଏବଂ ବରିଷ୍ଠ ନାଗରିମାନଙ୍କ ସ୍ୱାସ୍ଥ୍ୟବୀମା ଉପରୁ ଜିଏସ୍‌ଟି ପ୍ରତ୍ୟାହାର କରାଯାଇଛି ।

ହେଲେ, ୫ ଲକ୍ଷରୁ ଅଧିକ ଟଙ୍କାର ସ୍ୱାସ୍ଥ୍ୟବୀମା ଉପରେ ୧୮ ପ୍ରତିଶତ ଜିଏସ୍‌ଟି ପୂର୍ବଭଳି ଲାଗୁ ରହିବ । ଏହାବ୍ୟତୀତ ୨୦ ଲିଟର ପାଣିବୋତଲ, ସାଇକେଲ ଏବଂ ନୋଟ୍‌ବୁକ୍‌ ଉପରେ ଜିଏସ୍‌ଟି ୫ ପ୍ରତିଶତକୁ ହ୍ରାସ କରିବା ପାଇଁ ମନ୍ତ୍ରୀସ୍ତରୀୟ କମିଟି ପ୍ରସ୍ତାବ ଦେଇଛି । ସୂଚନାଯୋଗ୍ୟ, ଗତକାଲି ନୂଆଦିଲ୍ଲୀରେ ଜିଏସ୍‌ଟି ସମ୍ପର୍କିତ ମନ୍ତ୍ରୀ ପରିଷଦର ବୈଠକ ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?