Posted inଜାତୀୟ

କେନ୍ଦ୍ରୀୟ କର୍ମଚାରୀଙ୍କ DA ୩ ପ୍ରତିଶତ ବୃଦ୍ଧି: ପିଛିଲା ଭାବେ ୧ ଜୁଲାଇରୁ ଲାଗୁ ହେବ

ନୂଆଦିଲ୍ଲୀ,୧।୧୦: କେନ୍ଦ୍ର ସରକାର ଦେଶର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍‌ସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ଓ ମହଙ୍ଗା ରିଲିଫ୍‌ (DR) ୩ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଘୋଷଣା କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କରିଛନ୍ତି। ଏହି ବୃଦ୍ଧି ୧ ଜୁଲାଇ ୨୦୨୫ଠାରୁ ପିଛିଲା ଭାବେ ଲାଗୁ ହେବ।

ଏହି ନିଷ୍ପତ୍ତି ଫଳରେ ପ୍ରାୟ ୪୯ ଲକ୍ଷ କେନ୍ଦ୍ରୀୟ ସରକାରୀ କର୍ମଚାରୀ ଏବଂ ୬୫ ଲକ୍ଷ ପେନ୍‌ସନଧାରୀ ଉପକୃତ ହେବେ। ଏହା ଦ୍ୱାରା ସରକାରଙ୍କୁ ଅତିରିକ୍ତ ୧୦,୦୮୪ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ। ଏହି ବୃଦ୍ଧି ମୂଲ୍ୟବୃଦ୍ଧିର ପ୍ରଭାବକୁ ମୁକାବିଲା କରିବା ଏବଂ କର୍ମଚାରୀ ଓ ପେନ୍‌ସନଧାରୀଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ଲକ୍ଷ୍ୟରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri