Posted inଜାତୀୟ

ଲେୟର ଶର୍ଟ ବିଜ୍ଞାପନ ନେଇ ସରକାରଙ୍କ କଡ଼ା ପଦକ୍ଷେପ, ଟୁଇଟର-ୟୁଟ୍ୟୁବରୁ ହଟାଇବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୪।୬ : ବଡ଼ି ସ୍ପ୍ରେ ଲେୟର ଶର୍ଟ ବିବାଦୀୟ ବିଜ୍ଞାପନ ନେଇ ବିବାଦ ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦ୍ରୀୟ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ବିଜ୍ଞାପନକୁ ରୋକିବାକୁ ନିର୍ଦ୍ଦେଶ ଜାରି ହୋଇଛି। ସେହିପରି ଏହି ବିଜ୍ଞାପନକୁ ନିଜ ପ୍ଲାଟଫର୍ମରୁ ହଟାଇବାକୁ ସରକାର ଟୁଇଟର ଏବଂ ୟୁଟ୍ୟୁବକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବିଜ୍ଞାପନକୁ ନେଇ ଲୋକଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି ହୋଇଛି। ଲୋକେ କମ୍ପାନୀର ସମାଲୋଚନା କରୁଥିବାବେଳେ ସରକାର ଏହାର ତଦନ୍ତ ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ମହିଳା ଆୟୋଗ ପକ୍ଷରୁ ଏହି ବିଜ୍ଞାପନ ନେଇ ଆପତ୍ତି କରାଯିବା ସହିତ ଦିଲ୍ଳୀ ପୋଲିସକୁ ଏନେଇ ମାମଲା ଦାଏର ପାଇଁ କୁହାଯାଇଛି।

ଆୟୋଗର ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଏହି ବିଜ୍ଞାପନ ବଳାତ୍କାର ମାନସିକତାକୁ ବୃଦ୍ଧି କରୁଥିବା ଅଭିଯୋଗ କରିଛନ୍ତି। ଏହାକୁ ଶୀଘ୍ର ସମସ୍ତ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ହଟାଇବାକୁ ମହିଳା ଆୟୋଗ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri