Posted inଜାତୀୟ

ରାଜ୍ୟପାଳ ଆରିଫ୍‌ ମହମ୍ମଦ ହାଇକୋର୍ଟଙ୍କ ରାୟକୁ ସମର୍ଥନ କଲେ…

ଥିରୁଭାନନ୍ତପୁରମ୍‌, ୧୫।୩ : ହିଜାବ୍‌ ପ୍ରସଙ୍ଗରେ କର୍ନାଟକ ହାଇକୋର୍ଟଙ୍କ ରାୟକୁ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାଁ ସମର୍ଥନ କରିଛନ୍ତି ସେ କହିଛନ୍ତି ଯେ, କୋରାନ୍‌ରେ ହିଜାବ୍‌ ସମ୍ପର୍କରେ ୭ ଥର ଉଲ୍ଲେଖ କରାଯାଇଛି। କିନ୍ତୁ ଡ୍ରେସ୍‌ କୋଡ୍‌ ଅନୁଯାୟୀ ନୁହେଁ। କୋର୍ଟଙ୍କ ରାୟର ଉତ୍ତରରେ କେରଳ ରାଜ୍ୟପାଳ କହିଛନ୍ତି ଯେ ଆମେ ଏହାକୁ ସ୍ବାଗତ କରିବା ଉଚିତ। ଏହା ସହିତ ସେ କହିଛନ୍ତି, ଯୁବବର୍ଗ ନିଜ ପାଇଁ, ସମାଜ ତଥା ଦେଶ ଲାଗି ଉନ୍ନତିମୂଳକ କାର୍ଯ୍ୟ କରିବା ଆବଶ୍ୟକ।

ରାଜ୍ୟର ସ୍କୁଲ ଏବଂ କଲେଜଗୁଡ଼ିକରେ ହିଜାବ ଉପରେ ନିଷେଧାଦେଶ ଜାରି କରାଯାଇଥିବା ସରକାରୀ ଆଦେଶକୁ ଚ୍ୟାଲେଞ୍ଜ କରି କର୍ଣ୍ଣାଟକ ହାଇକୋର୍ଟ ମଙ୍ଗଳବାର ଆବେଦନକୁ ଖାରଜ କରିଦେଇଛନ୍ତି।

ମୁଖ୍ୟ ବିଚାରପତି ରିତୁ ରାଜ ଆୱସ୍ତିଙ୍କ ନେତୃତ୍ୱରେ ଏକ ତିନିଜଣିଆ ଖଣ୍ଡପୀଠ କହିଛନ୍ତି ଯେ ହିଜାବ ପିନ୍ଧିବା ଇସଲାମରେ ଏକ ଜରୁରୀ ଧାର୍ମିକ ପ୍ରଥା ନୁହେଁ ଏବଂ ୟୁନିଫର୍ମ ଆକାରରେ ଛାତ୍ରୀମାନେ ଯୁକ୍ତିଯୁକ୍ତ ପ୍ରତିବନ୍ଧକ ଉପରେ ଆପତ୍ତି କରିପାରିବେ ନାହିଁ।

ଖଣ୍ଡପୀଠ ରାଜ୍ୟ ସରକାରଙ୍କ ପକ୍ଷରୁ ଫେବୃଆରୀ ୫ରେ ଜାରି ହୋଇଥିବା ଆଦେଶକୁ ସମର୍ଥନ କରିଛନ୍ତି ଏବଂ ଏହା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri