ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୩ା୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍‌ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍‌ ଚାନ୍‌ସେଲର(VC) ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର ହୋଇଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ମାମଲା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri