Posted inଜାତୀୟ

ତାମିଲନାଡୁରେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ବିବାଦ, ଗୃହ ତ୍ୟାଗ କଲେ ରାଜ୍ୟପାଳ…

ଚେନ୍ନାଇ,୯।୧ : ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ଏବଂ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ଅଭିଭାଷଣକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟ ବିଧାନସଭାରେ ରାଜ୍ୟପାଳ ଆର.ଏନ ରବି ବିବାଦ ମଧ୍ୟରେ ଗୃହ ତ୍ୟାଗ କରିଛନ୍ତି।

ବାସ୍ତବରେ ରାଜ୍ୟପାଳଙ୍କ ମୂଳ ଅଭିଭାଷଣ ରେକର୍ଡ କରିବାକୁ ବିଧାନସଭା ଏକ ପ୍ରସ୍ତାବ ପାରିତ କରିଛି। ଏହି ଅଭିଭାଷଣ ଷ୍ଟାଲିନ ସରକାର ପ୍ରସ୍ତୁତ କରିଥିଲେ। ଏଥିସହିତ ଅଭିଭାଷଣରେ ଯୋଗ କରାଯାଇଥିବା ରାଜ୍ୟପାଳଙ୍କ ଅଂଶଗୁଡ଼ିକୁ ହଟାଇବାକୁ କୁହାଯାଇଥିଲା, ପରେ ରାଜ୍ୟପାଳ ଗୃହତ୍ୟାଗ କରି ବାହାରକୁ ପଳାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?