ଭୁବନେଶ୍ୱର,୨୩।୭(ବ୍ୟୁରୋ)-ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ ଚେକ ଅପ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମେଡିକାଲରେ ରାତ୍ର ଯାପନ କରି ଗତକାଲି ଫେରିବେ ବୋଲି ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୨୩।୭(ବ୍ୟୁରୋ)-ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ ଚେକ ଅପ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ମେଡିକାଲରେ ରାତ୍ର ଯାପନ କରି ଗତକାଲି ଫେରିବେ ବୋଲି ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି।
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…
କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…
ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…
ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…
ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…
ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…