Posted inଜାତୀୟ

‘କଙ୍ଗନାଙ୍କୁ ଭେଟିବାକୁ ଗଭର୍ନରଙ୍କ ପାଖରେ ସମୟ ଅଛି, କୃଷକଙ୍କ ପାଇଁ ନାହିଁ’

ମୁମ୍ବାଇ,୨୫।୧: ଆମେ ଗଭର୍ନରଙ୍କ ନିକଟକୁ ଯାଉଛେ। କିନ୍ତୁ ମହାରାଷ୍ଟ୍ର ଏଭଳି ଗଭର୍ନର ପୂର୍ବରୁ କେବେ ଦେଖିନାହାନ୍ତି। କଙ୍ଗନା ରାଣାଓ୍ବତ୍‌ଙ୍କୁ ଭେଟିବା ପାଇଁ ତାଙ୍କ ପାଖରେ ସମୟ ଅଛି। କିନ୍ତୁ କୃଷକଙ୍କ ଲାଗି ସମୟ ନାହିଁ ବୋଲି ଆଜାଦ ହିନ୍ଦ ମଇଦାନଠାରେ ସୋମବାର ଅନୁଷ୍ଠିତ ରାଲି ଯୋଗଦେଇ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବର ଏହା କହିଛନ୍ତି।

ଆନ୍ଦୋଳନରତ କୃଷକମାନେ ଗଭର୍ନର ବାସଭବନ ଯିବାକୁ ଯୋଜନା କରିଥିଲେ। ହେଲେ ଭଗତ ସିଂ କୋଶିୟାରୀ ଗୋଆ ଅଭିମୁଖେ ଯାଇଥିବା ପାଓ୍ବର ସୂଚନା ଦେଇଛନ୍ତି। ଗତ ୬୦ ଦିନ ହେଲା ଥଣ୍ଡା, ଖରା, ବର୍ଷାକୁ ଖାତିର ନ କରି ହରିୟାଣା, ପଞ୍ଜାବ, ଉତ୍ତର ପ୍ରଦେଶର କୃଷକମାନେ ଆନ୍ଦୋଳନ କରୁଛନ୍ତି। ହେଲେ କେନ୍ଦ୍ର ସରକାର କହୁଛନ୍ତି ସେମାନେ ପଞ୍ଜାବର କୃଷକ। ପଞ୍ଜାବ କ’ଣ ଭରାତର ଅଂଶ ନୁହେଁ କି? ଏଭଳି କଡ଼ା ଶବ୍ଦରେ ସମାଲୋଚନା କରିଛନ୍ତି ପୂର୍ବତନ ୮୦ ବର୍ଷୀୟ କେନ୍ଦ୍ରମନ୍ତ୍ରୀ ପାଓ୍ବର।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧: ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୭।୧: ନିଟ୍‌-ପିଜି କାଉନ୍‌ସେଲିଂ ୨୦୨୧କୁ ସୁପ୍ରିମକୋର୍ଟ ସବୁଜ ସଙ୍କେତ ଦେଇଛନ୍ତି। ଓବିସି ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ ମଧ୍ୟ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି। ଏଥି ସହିତ,...

ଭଗବାନଙ୍କ ଦର୍ଶନ ପାଇଁ କରୋନା ନେଗେଟିଭ ରିପୋର୍ଟ ଜରୁରୀ

ଥିରୁଭାନନ୍ତପୁରମ,୧୭ ।୧୦: କରୋନା ଭାଇରସ ମହାମାରୀ ପାଇଁ ଦୀର୍ଘ ପ୍ରାୟ ୬ ମାସ ହେବ ବନ୍ଦ ରହିଥିବା କେରଳର ପ୍ରସିଦ୍ଧ ସାବରିମାଳା ମନ୍ଦିର ଶନିବାର ସକାଳୁ...

ଅଯୋଧ୍ୟା ମଧ୍ୟସ୍ଥ କମିଟି ରିପୋର୍ଟ ଦାଖଲ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ, ୨।୮(ପି.ଟି.):ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ରେ ହେବ। ଅଦାଲତଙ୍କ ହ୍ବାରା ନିଯୁକ୍ତ ମଧ୍ୟସ୍ଥ କମିଟି ସୋମବାର...

ପ୍ରେମୀ ଯୁଗଳଙ୍କୁ ହତ୍ୟା: ଭାଇଙ୍କୁ ଫାଶୀ, ୨ ପୋଲିସ ସମେତ ୧୨ ଜଣଙ୍କୁ ଆଜୀବନ

ଚେନ୍ନାଇ,୨୪।୯: ୨୦୦୩ରେ ଅନ୍ୟ ଜାତିରେ ବିବାହ କରିବାରୁ ଦମ୍ପତିଙ୍କୁ ହତ୍ୟା କରିଥିଲେ ଯୁବତୀଙ୍କ ପରିବାର ଲୋକେ। ଏହି ଅନର କିଲିଂ ମାମଲାର ଶୁଣାଣି କରି ତାମିଲନାଡୁର...

ଇଡି କାର୍ଯ୍ୟାଳୟରେ ପହଞ୍ଚିଲେ ରାଜ ଠାକରେ

ମୁମ୍ବାଇ,୨୨।୮: ମହାରାଷ୍ଟ୍ର ନବ ନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ମୁଖ୍ୟ ରାଜ ଠାକେର ଗୁରୁବାର ଆଇଏଲ୍‌ ଆଣ୍ଡ ଏଫ୍‌ଏସ୍‌ ମାମଲାରେ ପଚରା ଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କାର୍ଯ୍ୟାଳୟରେ ହାଜର...

ଏବେ ଦିନକୁ ଥରେ ଖାଉଛନ୍ତି ମୋଦି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୯।୮: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ ଟୋକିଓ ଅଲିମ୍ପିକ୍ସର ଭାଗ ନେଇଥିବା ଖେଳାଳିଙ୍କ ସହିତ ଏକ ଜଳଖିଆ ପାର୍ଟି କରିଥିଲେ। ପ୍ରଧାନମନ୍ତ୍ରୀ ସରକାରୀ...

୩୫ ଲକ୍ଷ ଶ୍ରମିକଙ୍କୁ ୧ହଜାର ଲେଖାଏଁ ସହାୟତା ଦେବେ ଯୋଗୀ ସରକାର

ଲକ୍ଷ୍ନୌ,୨୧।୩: କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ଲାହୁଲ-ସ୍ପୀତି ହେବ ଭାରତର ପ୍ରଥମ ଯକ୍ଷ୍ମା ମୁକ୍ତ ଜିଲା

କେଲାଙ୍ଗ୍‌,୨୨।୬: ହିମାଚଳପ୍ରଦେଶର ଲାହୁଲ-ସ୍ପୀତିକୁ ଖୁବ୍‌ ଶୀଘ୍ର ଭାରତର ପ୍ରଥମ ଯକ୍ଷ୍ମା ମୁକ୍ତ ଜିଲା ଭାବେ ଘୋଷଣା କରାଯିବ। ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ ପକ୍ଷରୁ ଏନେଇ...

Advertisement
Archives

Model This Week