ଗାନ୍ଧି ମାର୍ଗରେ ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ

ଭୁବନେଶ୍ବର,୨୬।୧: ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧି ମାର୍ଗରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ଭବ୍ୟ ପରେଡ ଆରମ୍ଭ ହୋଇଯାଇଛି।
ରାଜ୍ୟପାଳ ଅଭିବାଦନ ଗ୍ରହଣ କରୁଛନ୍ତି। ଏଥର ପରେଡ୍‌ରେ ୫୪ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି।
ଏଥିରେ ବିଭିନ୍ନ ୟନିଫର୍ମ ଟ୍ରୁପ, CRPF, OISF ଏବଂ ହୋମଗାର୍ଡ ସିଭିଲ ଡିଫେନ୍ସ ଭଳି କଣ୍ଟିନଜେଣ୍ଟ ସାମିଲ ଅଛନ୍ତି। ତାସହ ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲ-କଲେଜ ଛାତ୍ରଛାତ୍ରୀ ମଧ୍ୟ ପରେଡରେ ସାମିଲ ହେବେ। ଏଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଦେଖିବାକୁ ମିଳିବ ୧୨ଟି ବିଭାଗର ପ୍ରଜ୍ଞାପନ ମେଢ଼। ସେହିପରି ବିଭିନ୍ନ ଜିଏାର ୫ଟି ଲୋକନୃତ୍ୟ ଓ ଲୋକକଳା ଗ୍ରୁପ ବି ଅଂଶ ଗ୍ରହଣ କରିବେ ବୋଲି ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ…

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ: ଟେକ୍‌ଅଫ୍‌ବେଳେ ଘଟିଲା ଅଘଟଣ, ବିମାନରେ ଥିଲେ…

ଓ୍ବାଶିଂଟନ୍‌,୨୬।୧: ଆମେରିକାର ମେନ ରାଜ୍ୟର ବାଙ୍ଗୋର୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ ସମୟରେ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେଡେରାଲ ଏଭିଏସନ ଆଡମିନିଷ୍ଟ୍ରେସନ (FAA) ଅନୁଯାୟୀ, ବମ୍ବାର୍ଡିୟର୍‌…

YouTube କଣ୍ଟେଣ୍ଟ କ୍ରିଏଟର୍ସ ହେବେ ମାଲାମାଲ: ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୨୬।୧: YouTube କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ଖୁସିଖବର। ଚଳିତବର୍ଷ କଣ୍ଟେଣ୍ଟ କ୍ରିଏଟର୍‌ଙ୍କ ଉପରେ ହେବ ଟଙ୍କା ବର୍ଷା। ସେମାନଙ୍କୁ ଅଧିକ ରୋଜଗାର କରିବାରେ ସାହାଯ୍ୟ କରିବା ପାଇଁ…

ନିୟମିତ ଖାଆନ୍ତୁ ଅମୃତଭଣ୍ଡା: ଫାଇଦା ଜାଣିଲେ ଉଡ଼ିଯିବ ହୋଶ୍‌

ଅମୃତଭଣ୍ଡାରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ହଜମ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏଥିରେ ଭିଟାମିନ୍‌-ସି ଭରି ରହିଛି।…

ସାଧାରଣତନ୍ତ୍ର ଦିବସରେ ମୋଦିଙ୍କୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ

କଟକ,୨୬।୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା…

ଏଣିକି ଶସ୍ତା ହୋଇଯିବ କାର୍‌: EU-ଭାରତ ମଧ୍ୟରେ ବଡ଼ ଡିଲ୍‌

ନୂଆଦିଲ୍ଲୀ,୨୬।୧: EU ଏବଂ ଭାରତ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଆଲୋଚନା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ସୂତ୍ର ଅନୁଯାୟୀ, ଭାରତ ୟୁରୋପୀୟ ସଂଘରୁ…

କେବେ ଘୁଞ୍ଚିବ କୋଟିଆ ଦୁଃଖ: ୭୮ ବର୍ଷ ପରେ ବି ଚିହ୍ନଟ ହୋଇନି ୩ ଭାଗ ରାଜସ୍ବ ଅଞ୍ଚଳ

ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଥିଲେ ହେଁ ଏବେ ବି କୋରାପୁଟ ଜିଲା କୋଟିଆ ଅଞ୍ଚଳର ୩ ଭାଗ ସୀମା ଚିହ୍ନଟ ହୋଇପାରିନାହିଁ। କୋଟିଆର…

ଦୁଃଖଦ ଖବର: ଆମବସ୍‌ ଧକ୍କାରେ ଯୁବକ ମୃତ

ସମ୍ବଲପୁର,୨୬ା୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ତଳି ଛକରେ ଆମବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ପ୍ରେସ୍‌କ୍ଲବ କର୍ମଚାରୀ ଅନୁଗୋଳ ଜିଲା ଜରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri