ବଲାଙ୍ଗୀରରେ ରାଜ୍ୟପାଳ

ବଲାଙ୍ଗୀର ଅଫିସ,୨୮ା୧୨: ବଲାଙ୍ଗୀର ରୋଟାରୀ କ୍ଲବ ଅଫ୍‌ ଇଲିଟ ପକ୍ଷରୁ ଆୟୋଜିତ ‘ଉଡ଼ାନ’ କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶିକ୍ଷା ମାଧ୍ୟମରେ ପରିବର୍ତ୍ତନ ଅଣାଯାଇପାରିବ ବୋଲି କହିଥିଲେ। ସେ ଆହୁରି କହିଥିଲେ ଯେ, ସେବା ମାଧ୍ୟମରେ ମୋକ୍ଷ ମିଳେ। ଏଣୁ ସେବାକୁ ଜୋର ଦେଇଥିଲେ। କାର୍ଯ୍ୟକ୍ରମରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ପ୍ରଫେସର ମଧୁସୂଦନ ପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ରୋଟାରୀ କ୍ଲବ ଅଫ୍‌ ଇଲିଟର ଭୂୟସୀ ପ୍ରଶଂସା କରିଥିଲେ। ଅନ୍ୟତମ ଅତିଥି ଭାବେ ଜିଲାପାଳ ଚଞ୍ଚଳ ରାଣା, ରୋଟାରୀ କ୍ଲବ ଅଫ୍‌ ଇଲିଟ ସଭାପତି ରିଙ୍କୁ ପାତ୍ର ଓ ସମ୍ପାଦକ ମମତା ପରମାର ମଞ୍ଚାସୀନ ହୋଇଥିଲେ। ଏହି ଅବସରରେ ‘ଉଡ଼ାନ’ର କୃତୀ ଛାତ୍ରୀଙ୍କୁ ରାଜ୍ୟପାଳ  ପ୍ରମାଣପତ୍ର ଓ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଉଡ଼ାନ ସ୍ମରଣିକାକୁ ମୁଖ୍ୟ ଅତିଥି ରାଜ୍ୟପାଳ ଉନ୍ମୋଚନ କରିଥିଲେ। ସଭାକୁ ସଭାପତି ରିଙ୍କୁ ପାତ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri