Posted inଜାତୀୟ

ସବୁ କାମରେ ହସ୍ତକ୍ଷେପ କରୁଛନ୍ତି ଉପରାଜ୍ୟପାଳ, ଏଏପି ସରକାରଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୧୦।୧୧ : ଦିଲ୍ଲୀରେ ଉପରାଜ୍ୟପାଳ ଭି.କେ ସାକ୍ସେନା ଏବଂ ଆମ ଆଦମୀ ପାର୍ଟି (ଏଏପି) ସରକାର ମଧ୍ୟରେ ବିବାଦ ଥମିବାର ନା ଧରୁନି। ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ସରକାର ବର୍ତ୍ତମାନ ସୁପ୍ରିମକୋର୍ଟରେ ଉପରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ କରିଛନ୍ତି।

ଅଭିଯୋଗରେ ଦର୍ଶାଯାଇଛି ଯେ ଉପରାଜ୍ୟପାଳ ସମସ୍ତ କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ଏବଂ ନିର୍ବାଚିତ ସରକାରଙ୍କ ବିରୋଧରେ ଅମଲାତନ୍ତ୍ରଙ୍କୁ ପ୍ରବର୍ତ୍ତାଉଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସତ୍ୟପାଠରେ କେଜ୍ରିୱାଲ ସରକାର କହିଛନ୍ତି ଯେ ଉପରାଜ୍ୟପାଳ ଦିଲ୍ଲୀ ସରକାରଙ୍କୁ ଲାଇନଚ୍ୟୁତ କରିଛନ୍ତି।
ସତ୍ୟପାଠରେ କୁହାଯାଇଛି ଯେ ଉପରାଜ୍ୟପାଳ ନିଜ କ୍ଷମତାର ଅପବ୍ୟବହାର କରି ଦିଲ୍ଲୀର ଜାତୀୟ ରାଜଧାନୀ ଅଞ୍ଚଳରେ ଏକ ସମାନ୍ତରାଳ ବ୍ୟବସ୍ଥା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri